2 ତେଇଅନି ପିନିସିଆଇ ଜାଇତେ ରଇବା ଗଟେକ୍ ଜାଜେ ଚଗି ଜିବାର୍ ଦାର୍ଲୁ ।
ଜିରୁସାଲେମର୍ ଲକ୍ମନ୍ ତିପାନ୍କେ ମରାଇଲାପଚେ ବିସ୍ବାସିମନ୍କେ ତାଡ୍ନା ଦେଲାଇ । ତେଇଅନି କେତେଲକ୍ ଚିନ୍ବିନ୍ ଅଇଗାଲାଇ । ସେମନ୍, ପିନିସିଆ, ସାଇପରସ୍ ଆରି ଆନ୍ଟିଅକ୍ ଟାନେ ଜାଇ ଅବ୍କା ଜିଉଦିମନ୍କେସେ ସୁବ୍ କବର୍ ଜାନାଇଲାଇ ।
ଆନ୍ଟିଅକର୍ ମଣ୍ଡଲି ସେମନ୍ ଜିବାଟା ସୁବିଦା କରିଦେଇ ପାଟାଇଲାଇ । ସେମନ୍ ପିନିସିଆ ଆରି ସମିରଣ୍ ବାଟ୍ ଦେଇ ଜିବାବେଲେ, ଜିଉଦି ନଇଲା ଲକ୍ମନ୍ କେନ୍ତି ମନ୍ ବାଦ୍ଲାଇକରି ପରମେସର୍କେ ନାମ୍ଲାଇ, ସେ ବିସଇ ଜାନାଇଲାଇ । ଏ କାତା ସୁନି ବିସ୍ବାସି ବାଇମନ୍ ବେସି ସାର୍ଦା ଅଇଲାଇ ।
ତାର୍ପଚେ ଡିସ୍ତେରଇବା ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ କେଟ୍ଲୁ । ତେଇଅନି ତାର୍ ଦକିଣ୍ଦିଗ୍ ବାଟେ ଜାଇ ସିରିଆଇ କେଟ୍ଲୁ । ଆମେ ଟାୟର୍ ନାଉଁର୍ ଗଟେକ୍ ଜାଗାଇ, ପାନିଜାଜେଅନି ଉତର୍ଲୁ, କାଇକେ ବଇଲେ, ଏ ଜାଜେଅନି ଦିନ୍ସୁମନ୍ ଉତ୍ରାଇବାର୍ ରଇଲା ।
ତେଇ ସେନାପତି ଆଲେକ୍ଜାଣ୍ଡ୍ରିଆର୍ ଗଟେକ୍ ପାନି ଜାଜ୍ ଇଟାଲି ଜାଇତେରଇଲାଜେ ଆମ୍କେ ଦେକି, ସେ ଜାଜେ ବସାଇଲା ।