23 ଆମେ ମନ୍କଲୁନି ତମେ ଗଟେକ୍ କାମ୍ କରା ବଲି । ଇତି ରଇଲା ଚାରିଲକ୍ ଗଟେକ୍ ମାନତ୍ କଲାଇଆଚତ୍ ।
ପାଉଲ୍ କରନ୍ତିତେଇ ବିସ୍ବାସି ବାଇମନ୍ ସଙ୍ଗ୍ ବେସି ବେଲା ଜାକ ରଇଲା । ତାର୍ପଚେ ସେମନ୍କେ ଚାଡି ପିରିସ୍କିଲା ଆରି ଆକିଲାର୍ ସଙ୍ଗ୍, ସିରିଆ ଜିବାକେ ପାନିଜାଜେ ବାଟ୍ ଦାର୍ଲାଇ । ସେକେରିଆଅନି ଜିବାଟା ଆରାମ୍ କର୍ବା ଆଗ୍ତୁ ତାକର୍ ଗଟେକ୍ ମାନତ୍ ଇସାବେ ପାଉଲ୍ ମୁଣ୍ଡ୍ କୁରାଇଅଇଲା ।
ତମେ ଇତି କେଟିଆଚାସ୍ ବଲି ସେମନ୍ ସତ୍ସେ ସୁନ୍ବାଇ । ସେନ୍ତି ଆଲେ କାଇଟା କରିଅଇସି ?
ମୁଇ ଜିଉଦି ଲକ୍ମନ୍କେ ପାଇବାକେ, ତାକର୍ ପାରା ଚଲାଚଲ୍ତି କଲିନି, ଜେନ୍ତିକି ମୁଇ ସେମନ୍କେ କିରିସ୍ଟର୍ ବାଟେ ଆନିପାର୍ବି । ମୁଇ ଜଦି ମସାର୍ ନିୟମର୍ ତଲିଆର୍ ନ ଅଇରଇଲେ ମିସା, ସେମନ୍କେ କିରିସ୍ଟର୍ ବାଟେ ଆନ୍ବାକେ, ନିୟମ୍ ମାନ୍ବା ଲକର୍ ପାରା ଚଲାଚଲ୍ତି କଲିନି ।