ପେରିତ୍ 21:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ଏ ସୁକଲ୍ ଅଇବା କାମର୍ ସାତ୍ ଦିନ୍ ଗାଲା ପଚେ, ଆସିଆ ରାଇଜର୍ କେତେଟା ଜିଉଦିମନ୍ ପାଉଲ୍କେ ମନ୍ଦିରେ ଦେକ୍ଲାଇ, ସେମନ୍ ତେଇ ରୁଣ୍ଡ୍ଲା ଲକ୍ମନ୍କେ ଉସ୍କାଇକରି ପାଉଲ୍କେ ଦାର୍ଲାଇ । အခန်းကိုကြည့်ပါ။ |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।