4 ତେଇ ଆମେ କେତେଟା ବିସ୍ବାସିମନର୍ ସଙ୍ଗ୍ ବେଟ୍ ଅଇ ସେମନର୍ ସଙ୍ଗ୍ ଗଟେକ୍ ଆଟ୍ ରଇଲୁ, ସୁକଲ୍ଆତ୍ମାର୍ ଚାଲ୍ନା ପାଇକରି ସେମନ୍, ଜିରୁସାଲମେ ଜିବାକେ ପାଉଲ୍କେ ମନା କଲାଇ ।
“ଗଟେକ୍ ଗଡେ କି ଗାଏଁ କେଟ୍ସା ବଇଲେ, ତେଇ କେ ତମ୍କେ ନିଜର୍ ଗରେ ଡାକ୍ସି, ସେ ଲକ୍କେ କଜା, ଆରି ବିନେ ଜିବା ଜାକ ତାକର୍ ଗରେସେ ରୁଆ ।
ତେଇ ତାକେ ବେଟ୍ପାଇ ବର୍ନବା ଆନ୍ଟିଅକେ ଡାକି ଦାରିଆଇଲା । ପୁରା ଗଟେକ୍ ବରସ୍ ଜାକ ବର୍ନବା ଆରି ସାଉଲ୍ ତେଇ ମଣ୍ଡଲିର୍ ବିସ୍ବାସିମନର୍ ସଙ୍ଗ୍ ମିସି, ଲକ୍ମନ୍କେ ସିକିଆ ଦେଲାଇ । ଏ ଆନ୍ଟିଅକର୍ ବିସ୍ବାସିମନ୍କେସେ ଲକ୍ମନ୍ ସିଗ୍ ପର୍ତୁମ୍ କିରିସ୍ଟାନ୍ ବଲି କଇରଇଲାଇ ।
ଆପଲ୍ କରନ୍ତିଏ ରଇଲାବେଲେ, ପାଉଲ୍ ସେ ରାଇଜର୍ ଉପର୍ ବାଗେ ବୁଲି ସାରାଇ, ଏପିସିଏ କେଟ୍ଲା । ତେଇ ସେ କେତେଟା ସିସ୍ମନ୍କେ ବେଟ୍ ଅଇଲା ।
ସିସେରିଆର୍ କେତେଟା ସିସ୍ମନ୍, ଆରି ସାଇପରସର୍ ମନାସନ୍ ନାଉଁର୍ ବିସ୍ବାସି ମିସା ଆମର୍ ସଙ୍ଗ୍ ଆଇଲା । ମନାସନର୍ ଗରେ ଆମେ ରଇବାକେ ଟିକ୍ ଅଇରଇଲା ।
ତେଇ କେତେଟା ଜିସୁକେ ବିସ୍ବାସ୍ କର୍ବା ବାଇମନ୍କେ ମିସ୍ଲୁ । ତାକର୍ ସଙ୍ଗ୍ ଗଟେକ୍ ଆଟ୍ ରଇବାକେ ସେମନ୍ ଆମ୍କେ ବାବୁଜିଆ କଲାଇ । ସାରାସାରିପଚେ ଆମେ ରମ୍ ଦେସେ ଜାଇ କେଟ୍ଲୁ ।
ସେ ମର୍ ପାଇ ଜେତ୍କି ସବୁ କସ୍ଟ ମୁରଚ୍ବାର୍ ଆଚେ, ମୁଇ ନିଜେ ତାକେ ଜାନାଇବି ।”
ସେ ରମ୍ ଦେସେ ଆଇଲା ଦାପ୍ରେ ମକେ ବେଟ୍ ଅଇବାଜାକ ସବୁ ଜାଗାଇ କଜ୍ଲା ।
ଆମେ ମିସିକରି ତାକେ ଆରାଦନା କର୍ବା ମାପ୍ରୁର୍ ଦିନେ, ତାର୍ ଆତ୍ମା ମକେ ଦାରିରଇଲା । ଆରି ଜବର୍ ଅଇତେ ମଇରି ବାଜ୍ଲା ପାରା ମର୍ ପଚ୍ବାଟେ ସୁନ୍ଲି ।