9 ପିଲିପର୍ ଚାର୍ଟା ଦାଙ୍ଗ୍ଡି ଟକିମନ୍ ବିବା ନ ଅଇକରି ରଇଲାଇ, ସେମନ୍ ପରମେସର୍ କଇଲା କାତା ଜାନାଇତେ ରଇଲାଇ ।
ସେ ଦାପ୍ରେ, ଏଦେ ଦେକା ! ଆନା ନାଉଁର୍ ଗଟେକ୍ ମାଇଜି ବବିସତ୍ବକ୍ତା ତାକର୍ ଲଗେ ଆଇଲା । ସେ ଆସେର୍ ବଁସର୍ ପିନୁଏଲର୍ ଟକି, ସେ ବେସି ଡକ୍ରି ଅଇଜାଇରଇଲା । ବିବା ଅଇ ମୁନୁସ୍ ସଙ୍ଗ୍ ସାତ୍ ବରସ୍ ରଇକରି, ରାଣ୍ଡି ଅଇଗାଲା । ଆରି ତାକେ ଚାରିକଡିଚାରି ବରସ୍ ଅଇରଇଲା ।
ଆନ୍ଟିଅକି ମଣ୍ଡଲିତେଇ କେତେଟା ବବିସତ୍ବକ୍ତା ଆରି ସିକିଆ ଦେବା ଗୁରୁ ରଇଲାଇ । ସେମନର୍ ବିତ୍ରେ ରଇଲାଇ ବର୍ନବା, ସିମନ୍ ଜାକେ କି ନିଗର୍ ଡାକ୍ତେରଇଲାଇ, ଲୁସିଅସ୍, ଜେ କି କୁରିନିୟ ଅନି ଆସିରଇଲା, ମନଏଁମ୍ ଜେ କି ଏରଦର୍ ଗରେ ବଡି ରଇଲା ଆରି ସାଉଲ୍ ।
ସେଟା କାଇଟା ବଇଲେ ପର୍ମେସର୍ କଇଲାନି, “ସାରାସାରି ଦିନେ ମୁଇ ଏ ସବୁ ବିସଇ କର୍ବି । ମର୍ ଆତ୍ମା ଜବର୍ ଅଇତେ ସବୁବାଟର୍ ଲକ୍କେ ଦେବି । ତମର୍ ପିଲାଜିଲା ମୁଇ କଇବା କାତା କଇବାଇ । ତମର୍ ଦାଙ୍ଗ୍ଡାପିଲାମନ୍କେ ମୁଇ ଦର୍ସନ୍ ଦେକାଇବି । ଆରି ଡକ୍ରା ଲକ୍ମନ୍ ମର୍ ବିସଇନେଇ ସପନ୍ ଦେକ୍ବାଇ ।
ତେବେ ଜାକେ ଡିଣ୍ଡା ଟକିର୍ ମାଙ୍ଗ୍ନି ଅଇଲା ଆଚେ, ସେ ଟିକ୍ କାମ୍ କଲାନି, ମାତର୍ ଜେ ବିବା ନ ଅଏ, ସେ ତାର୍ ତେଇଅନି ଅଦିକ୍ ନିମାନ୍ କାମ୍ କଲାନି ।
ମାତର୍ ତମର୍ ଚଲାଚଲ୍ତିତେଇ ଗଟେକ୍ ବିସଇ ମର୍ ମନ୍କେ ଜାଏନାଇ । ସେ ଜେଜେବଲ୍ ନାଉଁର୍ ମାଇଜିକେ ତମର୍ ଦଲେ ମିସାଇଲାସ୍ । ମୁଇ ନିଜେ ପର୍ମେସରର୍ ଦୁତ୍ ବଲାଇଅଇଲାନି । ମର୍ ଗତିଦାଙ୍ଗ୍ଡାମନ୍କେ ସେ ବେସିଆ କାମ୍ କର୍ବାକେ ସିକାଇଲାନି । ମୁର୍ତିମନ୍କେ ସର୍ପିଦେଇରଇବା କାଦି ମିସା କାଇବାକେ କଇଲାନି ।