ପେରିତ୍ 22:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 “ମର୍ ସଙ୍ଗାରି ଜିଉଦି ବାଇ ଆରି ବାବାମନ୍, ମର୍ ନିଜର୍ବାଟେଅନି ମୁଇ ଜାଇଟା କଇଲିନି ସେଟା ସୁନା !” အခန်းကိုကြည့်ပါ။ |
ତିନ୍ ଦିନ୍ ପଚେ ପାଉଲ୍ ସେ ଜାଗାର୍ ଜିଉଦି ନେତାମନ୍କେ ଗଟେକ୍ ସବା କର୍ବାକେ କବର୍ ପାଟାଇଲା । ସେମନ୍ ଆସି ରୁଣ୍ଡ୍ଲାଇକେ ପାଉଲ୍ ସେମନ୍କେ କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଆମର୍ ଲକ୍ମନର୍ ବିରୁଦେ କି ଆମର୍ ଆନିଦାଦିମନର୍ ଟାନେଅନି ସିକିରଇବା ରିତିନିତି ବିରୁଦେ କିଚି କରିନାଇ, ଏଲେ ମିସା ଜିରୁସାଲାମର୍ ଜିଉଦିମନ୍ ମକେ ଦାରି ବନ୍ଦିଗରେ ପୁରାଇ ରମିଅମନ୍କେ ସର୍ପିଦେଲାଇ ।
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।