ପେରିତ୍ 22:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସେ କଇଲା, “ଆମର୍ ଆନିଦାଦିର୍ ମାପ୍ରୁ ସେ ମନ୍କର୍ବାଟା ଜାନ୍ବାକେ, ତାର୍ ଦରମର୍ ଦାଙ୍ଗ୍ଡାକେ ଦେକ୍ବାକେ ଆରି ତାର୍ କାତା ସୁନ୍ବାକେ, ତକେ ବାଚ୍ଲା ଆଚେ । အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।