23 ସେମନ୍ ଆଉଲି ଅଇକରି ବସ୍ତର୍ ଉପ୍ରେ ଉଡାଇତେରଇଲାଇ ଆରି ଦୁଲି ମିସା ଉପ୍ରେ ଉଡାଇତେ ରଇଲାଇ ।
ଜିସୁ ଗାଲିଲି ସମ୍ଦୁର୍ ପାଲି ରଇବା ଜାଗାମନ୍କେ ବୁଲ୍ବାବେଲେ ସିମନ୍ ଜାକେ କି ପିତର୍ ବଲି କଇବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଏ ଦୁଇ ଲକ୍କେ ବେଟ୍ ଅଇଲା । ଏ ଦୁଇ ବାଇ ଗାଡେ ବଇଜାଲ୍ ମାରି ମାଚ୍ ଦାର୍ତେରଇଲାଇ ।
କେତେ କେତେ ତର୍ ପାର୍ତନା ଗର୍ମନ୍କେ ସେମନ୍ ବିସ୍ବାସ୍ ଚାଡତ୍ ବଲି ମାର୍ବାକେ ତିଆର୍ଲି, ସେମନର୍ ଉପ୍ରେ ଏତେ ରିସା ଅଇଜାଇରଇଲି ଜେ, ସେମନ୍କେ କସ୍ଟ ଦେବାକେ ବିଦେସେ, ରଇବା ଗଡ୍ମନ୍କେ ମିସା ଜାଇରଇଲି ।”
ତମେ ସରଗର୍ ଦୁତ୍ମନ୍ ଜାନାଇରଇବା ରିତିନିତି ଦାରିଆଚାସ୍ । ମାତର୍ ସେଟା ମାନାସ୍ ନାଇ ।
ତାକେ ନଅରର୍ ବାଇରେ ଜିକିନେଇକରି ତାର୍ ଉପ୍ରେ ପାକ୍ନା ସଙ୍ଗ୍ ମାର୍ବାର୍ ଦାର୍ଲାଇ । ସାକି ଦେଉମନ୍ ତିପାନ୍ ପିନ୍ଦିରଇଲା ବସ୍ତର୍ ସାଉଲ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାକେ ଜିମାଦେଇ ଚାଡି ଜାଇରଇଲାଇ ।