28 ସେନାପତି କଇଲା, “ମୁଇ ରମିଅ ସର୍କାର୍କେ ଡାବୁ ଦେଇକରି ଗଟେକ୍ ରମିଅ ଲକ୍ ଅଇଲି ଆଚି ।” ପାଉଲ୍ କଇଲା “ମାତର୍ ମୁଇ ଜନମ୍ କଲାବେଲେଅନି ରମିଅ ଲକ୍ ।”
ସନିଅମନର୍ ମୁକିଅ ପାଉଲର୍ ଲଗେ ଜାଇ ପାଚାର୍ଲା, “ସତଇସେ ତମେ କାଇ, ରମିଅ ଲକ୍ କି ?” ପାଉଲ୍ ଉତର୍ ଦେଲା “ଉଁ ।”
ଏଟା ସୁନିକରି ଜନ୍ଲକ୍ମନ୍ ପାଉଲ୍କେ ପାଚାର୍ବାର୍ ଜାଇରଇଲାଇ, ସେମନ୍ ପଚ୍କେ ଗୁଚ୍ଲାଇ । ପାଉଲ୍ ଗଟେକ୍ ରମିୟ ଲକ୍ ବଲି ଜାନ୍ଲାକେ, ସେମନର୍ ନେତା ମିସା ଡର୍ଲା । କାଇକେବଇଲେ ପାଉଲ୍କେ ସିକ୍ଲି ସଙ୍ଗ୍ ବାନ୍ଦ୍ବାକେ ସେ ସେ ତିଆରିରଇଲା ।
ଆଗେ ତମେ କିରିସ୍ଟର୍ ଲଗେ ଅନି ଦୁର୍କେ ରଇଲାସ୍ । ଆରି ପର୍ମେସର୍ ବାଚିରଇବା ଲକ୍ମନର୍ଟାନେ ମିସି ନ ରଇଲାସ୍ । ତାର୍ ଲକ୍ମନ୍କେ କାତା ଦେଇ, ତିଆର୍ କରିରଇବା ନିୟମ୍ଟାନେ, ତମର୍ କାଇ ମିସା ଅଦିକାର୍ ନ ରଇଲା । ତମେ ଜଗତେ ବାସାକରି, କାଇ ଆସା ନ ରଇକରି ପର୍ମେସରର୍ ଲକ୍ ନ ଅଇ ରଇଲାସ୍ ।
ତେବର୍ ପାଇ ଏ ଜିଉଦି ନଇଲା ଲକ୍ମନ୍, ତମେ ଆରି ବିନ୍ ଦେସେ ବାସା ଅଇରଇବାଲକ୍ ନୁଆସ୍ । ଏବେ ପର୍ମେସରର୍ ଲକ୍ମନର୍ସଙ୍ଗ୍ ତମେମିସା ତାର୍ ରାଇଜେ ମିସ୍ବା ଲକ୍ ଆରି ତାର୍ ଜାତିର୍ କୁଟୁମର୍ ଲକ୍ ।