ପେରିତ୍ 22:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 “ମୁଇ ଗଟେକ୍ ଜିଉଦି ଲକ୍, ସିଲିସିଆର୍ ତାର୍ସିସେ ମର୍ ଜନମ୍, ମାତର୍ ମୁଇ ଜିରୁସାଲାମେ କାଇପିଇ ବଡ୍ ଅଇରଇଲି ଆରି ଗମଲିଏଲର୍ ସିସ୍ ରଇଲି । ଆମର୍ ଆନିଦାଦିମନର୍ ରିତିନିତି, ମୁଇ ଟିକ୍ ଇସାବେ ସିକିରଇଲି ଆରି ତମର୍ ପାରା ପର୍ମେସର୍କେ ମାନିକରି ଜିଇତେରଇଲି । အခန်းကိုကြည့်ပါ။ |