ପେରିତ୍ 22:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ମର୍ ଏ କାତା ପୁରା ସତ୍ । ବଡ୍ ପୁଜାରି ଆରି ବଡ୍ ସବାର୍ ସବୁ ପାର୍ଚିନ୍ମନ୍ ସାକି ଆଚତ୍ । ଲକ୍ମନ୍କେ ବନ୍ଦି କରି ସିକ୍ଲି ସଙ୍ଗ୍ ବାନ୍ଦି ଜିରୁସାଲାମ୍ ଦାରିଆଇବାକେ, ମୁଇ ବଡ୍ ପୁଜାରିର୍ ଟାନେଅନି ଆଦେସ୍ ପତର୍ ପାଇ, ଦାମାସ୍କସେ ରଇବା ଜିଉଦି ବାଇମନର୍ ଲଗେ ଗାଲି ।” အခန်းကိုကြည့်ပါ။ |
ତିନ୍ ଦିନ୍ ପଚେ ପାଉଲ୍ ସେ ଜାଗାର୍ ଜିଉଦି ନେତାମନ୍କେ ଗଟେକ୍ ସବା କର୍ବାକେ କବର୍ ପାଟାଇଲା । ସେମନ୍ ଆସି ରୁଣ୍ଡ୍ଲାଇକେ ପାଉଲ୍ ସେମନ୍କେ କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଆମର୍ ଲକ୍ମନର୍ ବିରୁଦେ କି ଆମର୍ ଆନିଦାଦିମନର୍ ଟାନେଅନି ସିକିରଇବା ରିତିନିତି ବିରୁଦେ କିଚି କରିନାଇ, ଏଲେ ମିସା ଜିରୁସାଲାମର୍ ଜିଉଦିମନ୍ ମକେ ଦାରି ବନ୍ଦିଗରେ ପୁରାଇ ରମିଅମନ୍କେ ସର୍ପିଦେଲାଇ ।