ପେରିତ୍ 23:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ସେ ରାତି ମାପ୍ରୁ ପାଉଲର୍ ଲଗେ ଟିଆଅଇ କଇଲା, “ଡର୍ ନାଇ ! ମର୍ ପାଇ ଇତି ଜିରୁସାଲାମେ ତୁଇ ସାକି ଦେଇ ଆଚୁସ୍ । ରମ୍ ଦେସେ ମିସା ତୁଇ ସେନ୍ତାରି କର୍ବାର୍ ଆଚେ ।” အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।