ପେରିତ୍ 23:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଆରକର୍ ଦିନର୍ ସାକାଲେ କେତେଟା ଜିଉଦିମନ୍ ଗଟେକ୍ଟାନେ ରୁଣ୍ଡି ଜଜ୍ନା କଲାଇ । ପାଉଲ୍କେ ନ ମରାଇବା ଜାକ ସେମନ୍ ଅରନ୍ପାନି ନ ଚିଉ ବଲି ସପତ୍ କଲାଇ । အခန်းကိုကြည့်ပါ။ |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।