2 ଏ କାତା ସୁନିକରି ଅନନିଅ ନାଉଁର୍ ବଡ୍ ପୁଜାରି ପାଉଲର୍ ଲଗେ ଟିଆଅଇରଇବା ଲକ୍ମନ୍କେ, ତାର୍ ଗାଲେ ଚାପଡ୍ ମାରା ବଲି ତିଆର୍ଲା ।
ତାର୍ ପଚେ ସେମନ୍ ଜିସୁର୍ ମୁଏଁ ତୁକ୍ଲାଇ ଆରି ମାର୍ଲାଇ । କେତେ ଲକ୍ ତାକେ ଚାପଡ୍ ସଙ୍ଗ୍ ମାରି କଇଲାଇ,
ଜିସୁ ଏ କାତା କଇବା ବେଲେ ଜିସୁର୍ ଲଗେ ଟିଆଅଇରଇଲା ଜାଗୁଆଲ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ ଗଟେକ୍ ଚାପ୍ଡା ମାରି କଇଲା, “ତୁଇ ବଡ୍ ପୁଜାରିକେ ଏନ୍ତାରି କାତା ଅଇଲୁସ୍ନି ?”
ଜିସୁ ତାକେ କଇଲା “ମୁଇ ଜଦି ବୁଲ୍ କାତା କଇରଇଲେ, ସବୁର୍ ମୁଆଟେ ମର୍ ବୁଲ୍ ଦେକାଆ, ମୁଇ ସତ୍କାତା କଇଲିନି ବଇଲେ, ମକେ କାଇକେ ମାର୍ଲୁସ୍ନି ?”
ପାଁଚ୍ଦିନ୍ ପଚେ ବଡ୍ ପୁଜାରି ଅନନିୟ କେତେଟା ପାର୍ଚିନ୍ ଆରି ତର୍ତୁଲସ୍ ନାଉଁର୍ ଗଟେକ୍ ଅକିଲ୍ ସଙ୍ଗ୍ ସିସେରିଆଇ ଗାଲାଇ । ସେମନ୍ ପେଲିକ୍ସର୍ ମୁଆଟେ ଟିଆଅଇ ପାଉଲର୍ ବିରଦେ ସେମନର୍ ଦାବା ଜାନାଇଲାଇ ।