26 “ଏ ଚିଟି ମୁଇ କାଲାଡିଆକେ ଲିସିଆର୍ ସବୁର୍ଟାନେଅନି ଡାକ୍ପୁଟା ରଇବା ସନ୍ମାନର୍ ସାସନ୍କାରିଆ ପେଲିକ୍ସ୍କେ ଲେକ୍ଲିନି, ଜୁଆର୍ !
ତେବର୍ପାଇ ଏ ମାନନିୟ ତିୟପିଲ୍. ପୁର୍ବେଅନି ଟିକିନିକି କଜ୍ଲଡ୍କରି ତେଇ ସବୁଜାକ ରିତିିନିତି ସଙ୍ଗ୍ ଅଇଲାଟା ତମର୍ପାଇ ମୁଇ ଲେକ୍ବିଆକା ବଲି ମନ୍କଲି ।
ବିସ୍ବାସିମନ୍ ଏ ତଲେ ଲେକାଅଇଲା ଚିଟି, ସେ ଦୁଇ ଲକର୍ ଆତେ ପାଟାଇଲାଇ । “ଆନ୍ଟିଅକ, ସିରିଆ ଆରି ସିଲିସିଆ ରଇବା ଜିଉଦିନଇଲା ଆମର୍ ବାଇମନ୍, ଜୁଆର୍ ! ଜିରୁସାଲମର୍ ପେରିତ୍ମନ୍, ପାର୍ଚିନ୍ମନ୍ ଆରି ତମର୍ ବାଇମନ୍, ଏ ଚିଟି ପାଟାଇଲୁନି ।
ପାଉଲ୍ ଜିବା ପାଇ କେତେଟା ଗଡା ଦିଆସ୍ ଆରି ନିକ ସଙ୍ଗେ ତାକେ ସାସନ୍କାରିଆ ପେଲିକ୍ସ୍ ଲଗେ ଦାରି ଜାଆ ।”
ସନିଅମନର୍ ମୁକିଅ ପେଲିକ୍ସ୍କେ ଏନ୍ତି ଗଟେକ୍ ଚିଟି ଲେକ୍ଲା,
ସନିଅମନ୍ ପାଉଲ୍କେ ଦାରି ସିସେରିଆଇ କେଟ୍ଲାଇ । ତେଇ ସନିଅମନର୍ ମୁକିଅର୍ ଚିଟି ସଙ୍ଗେ ପାଉଲ୍କେ ସାସନ୍କାରିଆର୍ ଆତେ ଜିମାଦେଇଦେଲାଇ ।
ସବୁଜାଗାଇ ଆରି ସବୁ ବେଲାଇ ଆମେ ଏଟାକେ ନାମ୍ଲୁନି, ଏଟାର୍ପାଇ ଆମେ ତମ୍କେ ମାନି ଆଇଲୁନି ।
ପାଉଲ୍ କଇଲା, “ଏ ମାପ୍ରୁ ପେସ୍ଟସ୍, ମୁଇ ବାୟା ଅଇନାଇ, ମୁଇ ଜାଇଟା କଇଲିନି ସେଟା ପୁରାପୁରୁନ୍ ସତ୍ । ଆରି ତବିର୍ ବୁଦିର୍ କାତା କଇଲିଆଚି ।
ମୁଇ ଜାକୁବ ମାପ୍ରୁ ଜିସୁକିରିସ୍ଟ ଆରି ବାବା ପର୍ମେସରର୍ ଗଟେକ୍ ଗତିଦାଙ୍ଗ୍ଡା । ଗୁଲାଇ ଜଗତେ ଚିନ୍ଚତର୍ ଅଇଜାଇରଇବା ପର୍ମେସରର୍ ବାର୍ଟା କୁଟୁମର୍ ଲକ୍ମନ୍କେ ମୁଇ ଜୁଆର୍ ଜାନାଇକରି ଏ ଚିଟି ଲେକ୍ଲିନି ।
ମୁଇ ଦାପ୍ରେ ତମର୍ଟାନେ ଆସିକରି ତମର୍ ମୁଆଟେ ସବୁ କାତା କଇବି ।