34 ସାସନ୍କାରିଆ ଚିଟି ପଡି ପାଉଲ୍କେ କନ୍ ରାଇଜେଅନି ଆସିଆଚୁସ୍ ? ବଲି ପାଚାର୍ଲା । ପାଉଲ୍ ସିଲିସିଆଇଅନି, ବଲି ଜାନ୍ଲା ।
ଏ କାତା ସୁନି ପିଲାତ୍ ଲକ୍ମନ୍କେ ପାଚାର୍ଲା, “ଏଟା ଗଟେକ୍ ଗାଲିଲି ଦେସର୍ ଲକ୍ କି ?”
ପାଉଲ୍ ଆରି ସିଲା, ସିରିଆ ଆରି ସିଲିସିଆଇ ବୁଲି ବୁଲି କରି ତେଇର୍ ମଣ୍ଡଲିମନ୍କେ ଡାଟ୍ କରାଇଲାଇ ।
ପାଉଲ୍ କଇଲା, “ମୁଇ ସିଲିସିଆର୍ ତାର୍ସିସେ ଜନମ୍ କରିରଇବା ଗଟେକ୍ ଜିଉଦି, ଗଟେକ୍ ମୁକିଅ ଗଡର୍ ଲକ୍ । ଏ ଲକ୍ମନ୍କେ ବୁଜାଇ କଇବାକେ ଦୟାକରି ମକେ ଅଲପ୍ ଆଦେସ୍ ଦିଆ ।”
ପେସ୍ଟସ୍ ସାସନ୍କାରିଆ ଅଇକରି ଆଇଲା ଜାଗାଇ, ତିନ୍ ଦିନ୍ ପଚେ, ସେ ସିସିରିଆ ଅନି ଜିରୁସାଲମେ ଗାଲା ।
ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ ।