11 ଆଗିଆ, ତମେ ନିଜେ କଜିକରି ଜାନିପାର୍ସା ଜେ, ପାକାପାକି ବାରଦିନ୍ ତଲେ, ମୁଇ ଜିରୁସାଲାମେ ପାର୍ତନା କର୍ବାକେ ଜାଇରଇଲି ।
ତାର୍ ଆର୍କର୍ ଦିନେ ପାଉଲ୍ ଆମର୍ ସଙ୍ଗ୍ ଜାକୁବ୍କେ ଦେକ୍ବାକେ ଗାଲା, ମଣ୍ଡଲିର୍ ସବୁ ପାର୍ଚିନ୍ମନ୍ ତେଇ ରୁଣ୍ଡି ରଇଲାଇ ।
ଜିଉଦିମନ୍ ପାଉଲ୍କେ କାଇବଲି ନିନ୍ଦା କର୍ତେରଇଲାଇ, ସେଟା ଜାନ୍ବାକେ ସନିଅମନର୍ ମୁକିଅ ମନ୍ କର୍ତେରଇଲା । ତେବର୍ପାଇ ତାର୍ ଆର୍କର୍ ଦିନେ ସବୁ ପୁଜାରିମନ୍କେ ଆରି ବଡ୍ ସବାର୍ ମେମର୍ମନ୍କେ ରୁଣ୍ଡାଇବାକେ ତିଆର୍ଲା । ତାର୍ ପଚେ ସେ ପାଉଲ୍କେ ବାନ୍ଦ୍ଲା ସିକ୍ଲି କୁସ୍ଲାଇ, ଦାରିକରି ଆନ୍ଲା ଆରି ବଡ୍ ସବାଇ ତାକର୍ ମୁଆଟେ ଟିଆ କରାଇଲା ।
ସେ ରାତି ମାପ୍ରୁ ପାଉଲର୍ ଲଗେ ଟିଆଅଇ କଇଲା, “ଡର୍ ନାଇ ! ମର୍ ପାଇ ଇତି ଜିରୁସାଲାମେ ତୁଇ ସାକି ଦେଇ ଆଚୁସ୍ । ରମ୍ ଦେସେ ମିସା ତୁଇ ସେନ୍ତାରି କର୍ବାର୍ ଆଚେ ।”
ସନିଅମନର୍ ମୁକିଅ ତାର୍ ତଲେ ରଇଲା ଦୁଇଟା ସନିଅକେ ଡାକାଇ କଇଲା, “ଆଜି ରାତି ନଅଟା ବିତ୍ରେ ସିସେରିଆ ଜିବାକେ ଦୁଇସ ସନିଅକେ ତିଆର୍, ଆରି ସତୁରିଟା ଗଡାଇ ଚଗୁମନ୍ ଆରି ଦୁଇ ସଅ ବର୍ଚି ଦାରୁମନ୍କେ ଟିକ୍ କର୍ ।
ପାଁଚ୍ଦିନ୍ ପଚେ ବଡ୍ ପୁଜାରି ଅନନିୟ କେତେଟା ପାର୍ଚିନ୍ ଆରି ତର୍ତୁଲସ୍ ନାଉଁର୍ ଗଟେକ୍ ଅକିଲ୍ ସଙ୍ଗ୍ ସିସେରିଆଇ ଗାଲାଇ । ସେମନ୍ ପେଲିକ୍ସର୍ ମୁଆଟେ ଟିଆଅଇ ପାଉଲର୍ ବିରଦେ ସେମନର୍ ଦାବା ଜାନାଇଲାଇ ।
“ବେସି ବରସ୍ ଦାରି ଦୁରିକେ ରଇଲା ପଚେ, ଜିରୁସାଲେମର୍ ଲକ୍ମନର୍ ପାଇ କିଚି ଡାବୁ ନେବାକେ ଆରି ବଲିଦେବାକେ ମୁଇ ତେଇ ଜାଇରଇଲି ।