22 ପେଲିକ୍ସ୍ ସେ ବାଟ୍ ବିସଇର୍ ଟିକିନିକି ଜାନି ରଇଲାର୍ ପାଇ ସୁନାଇବାଟା ବନ୍ଦ୍ କରି କଇଲା, “ ସନିଅମନର୍ ମୁକିଅ ଲିସିଅସ୍ କେଟ୍ଲା ପଚେ, ମୁଇ ତମର୍ ବିଚାର୍ନା ସୁନାଇବି ।”
ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା ।
ଲକ୍ମନ୍ ତାକେ ଆରି ବେସି ଦିନ୍ ରଇବାକେ କଇଲାଇ, ମାତର୍ ସେ ରାଜି ନଇଲା ।
ଆଜି ଜାଇଟା ଗଟ୍ଲା ଆଚେ, ତେଇ ଗଣ୍ଡ୍ଗଲ୍ କର୍ବା ଆରି ଦାବା କର୍ବା ବିସଇ ଆମର୍ ବିରଦେ କାତା ଉଟିପାରେ । ଏ ଗଣ୍ଡ୍ଗଲର୍ କାଇମିସା କାରନ୍ ଦେକାଇ ନାପାରୁ ।”
ତାର୍ପଚେ ସାସନ୍କାରିଆ ପାଉଲ୍କେ କାତା ଅଇବାକେ ସାଗିଆ କଲାକେ ପାଉଲ୍ କଇଲା । “ମୁଇ ଜାନି ଜେ ବେସି ବରସ୍ ଦାରି ତମେ ଏ ଜାତିର୍ ବିଚାର୍କରୁ ଅଇ ଆଚୁସ୍, ସେଟାର୍ ପାଇ ତମର୍ ମୁଆଟେ କଇବାଟା କେଡେ କରମର୍ କାତା ।
ଏଲେ ମିସା ମୁଇ ତମର୍ ଲଗେ ରାଜି ଅଇଲିନି ଜେ, ଜନ୍ ବାଟ୍ ସେମନ୍ ମିଚ୍ ବଲି କଇଲାଇନି, ସେ ବାଟେ ଜାଇ, ଆମର୍ ଆନିଦାଦିମନର୍ ପରମେସର୍କେ ପାର୍ତନା କଲିନି । ମାତର୍ ମୁଇ ମିସା ମସାର୍ ରିତିନିତି ଆରି ବବିସତ୍ବକ୍ତାମନର୍ ସାସ୍ତରେ ଲେକାଅଇଲା ସବୁ ବିସଇ ବିସ୍ବାସ୍ କଲିନି ।
କେତେଦିନ୍ ପଚେ ପେଲିକ୍ସ୍ ତାର୍ ଜିଉଦି ମାଇଜି ଦୁର୍ସିଲା ସଙ୍ଗ୍ ତେଇ ଆଇଲା । ସେ ପାଉଲ୍କେ ଡାକାଇ ଜିସୁକିରିସ୍ଟକେ ବିସ୍ବାସ୍ କର୍ବା ବିସଇ, ତାର୍ କାତା ନିକକରି ସୁନ୍ଲା ।
ସେ ଆମର୍ ମନ୍ଦିର୍ ଅସୁକଲ୍ କର୍ବାକେ ଚେସ୍ଟା କଲାବେଲେ ଆମେ ତାକେ ବନ୍ଦି କଲୁ ।
ମାତର୍ ତାର୍ ଦାବି ବିସଇ ଟିକ୍ ସଙ୍ଗ୍ ବଡ୍ସାସନ୍କାରିଆକେ ଲେକ୍ବାକେ ମର୍ ଲଗେ କାଇଟା ନାଇ । ସେଟାର୍ପାଇ ମୁଇ ସବୁର୍ ମୁଆଟେ ଆରି ଏ ଆଗ୍ରିପା ରାଜା, ତମର୍ ମୁଆଟେ ଆନ୍ଲି ଆଚି, ଜେନ୍ତି କି ତାର୍ ବିସଇ ତମେ ନିକ ସଙ୍ଗ୍ କଜ୍ଲା ପଚେ ବଡ୍ସାସନ୍କାରିଆକେ ଲେକିପାର୍ବି ।
କାଇକେବଇଲେ ଜିଉଦିମନର୍ ରିତିନିତି ବିସଇ ଆରି ସେମନର୍ ଲାଗାଜଡା ବିସଇ ତମେ ନିକସଙ୍ଗ୍ ଜାନାସ୍ । ମୁଇ ଗୁଆରି କଲିନି, ତମେ ବିଜାର୍ ନ ଅଇକରି ମର୍ ସବୁକାତା ସୁନା ।
ଜାଇକରି ଦାମାସ୍କାସେ ଜିଉଦିମନର୍ ପାର୍ତନା ଗରେ ଦେବାକେ ଅଦିକାରର୍ ଚିଟି ମାଙ୍ଗ୍ଲା । ଦାମାସ୍କାସେ ଜନ୍ ମାଇଜି ଆରି ମୁନୁସ୍ମନ୍ ମାପ୍ରୁର୍ ବାଟେ ଆଇଲାଇ ଆଚତ୍, ସେମନ୍କେ ବନ୍ଦିକରି ଡଣ୍ଡ୍ ଦେବାକେ, ଜିରୁସାଲମର୍ ଜିଉଦି ନେତାମନର୍ଟାନେ ଆନିଅଇସି । ବାନ୍ଦିକରି ଜିରୁସାଲମେ ଆନ୍ବାକେ ସାଉଲ୍କେ ଏ ଚିଟି ଅଦିକାର୍ ଦେଲା ।