ପେରିତ୍ 24:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ମାତର୍ ଜେଡେବେଲେ ପାଉଲ୍ ଦରମ୍ ଚଲାଚଲ୍ତି ଆରି ଲକ୍ମନ୍ ନିଜର୍ ପାପର୍ ଗୁନ୍ଚଲନ୍ ଇସାବେ ନ ଜାଇକରି ନିଜେ ଦାରିଅଇରଇବା ବିସଇ, ଆରି ଆଇବା ଦିନର୍ ବିଚାର୍ନା ବିସଇ କଇବାକେ ଦାର୍ଲା, ପେଲିକସ୍ ଡରିଜାଇକରି “ତମେ ଏବେ ଜାଇପାରାସ୍ ।” ବଲି କଇଲା, “ବେଲା ପାଇଲେ ଆରି ତରେକ୍ ମୁଇ ତମ୍କେ ଡାକାଇବି ।” အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
ପର୍ମେସର୍ କଇବାଟା ସୁନା । “ ତମ୍କେ ଦୟା ଦେକାଇବା ବେଲା ସମାନ୍ ଅଇଲାକେ, ମୁଇ ତମେ ଗୁଆରି କଲାଟା ସୁନ୍ଲି । ଜନ୍ ଦିନେ ମୁଇ ମୁକ୍ଲାଇବା ଦିନ୍ ବଲି ଟିକ୍ କଲି, ସେ ଦିନେ ମୁଇ ତମ୍କେ ସାଇଜ କଲି ।” ସୁନା ! ପର୍ମେସର୍ ତମ୍କେ ତାର୍ ଆଲାଦ୍ ଦେକାଇବି ବଲି, ଟିକ୍ କଲା ଦିନ୍ ଆଜିସେ । ତମର୍ ପାପର୍ ଡଣ୍ଡେ ଅନି ସେ ତମ୍କେ ରକିଆ କର୍ବା ଦିନ୍ ଆଜି ସେ ।