26 ସେ ବେଲା ପାଉଲ୍ ତାକେ କେତେକ୍ ଡାବୁ ଲାଚ୍ଁ ଦେଇସି ବଲି ସେ ଆସା କରି ରଇଲା, ସେଟାର୍ ପାଇ ସେ ତର୍କେ ତର୍ ତାକେ ଡାକାଇ ତାର୍ ସଙ୍ଗ୍ କାତାବାର୍ତା ଅଇବାର୍ ଦାର୍ଲା ।
ସିସ୍ମନ୍ ମସା ଆରି ଏଲିୟ ଜିସୁର୍ ସଙ୍ଗ୍ କାତାବାର୍ତା ଅଇବାଟା ଦେକ୍ଲାଇ ।
“ବେସି ବରସ୍ ଦାରି ଦୁରିକେ ରଇଲା ପଚେ, ଜିରୁସାଲେମର୍ ଲକ୍ମନର୍ ପାଇ କିଚି ଡାବୁ ନେବାକେ ଆରି ବଲିଦେବାକେ ମୁଇ ତେଇ ଜାଇରଇଲି ।
ମନେରଅ ଜନ୍ ଲକ୍ମନ୍ ପାପେରଇକରି ବଁଚ୍ବାଇ ସେମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ । ନିଜେ ନାଡାଇ ଉଆନାଇ । ଜନ୍ ଲକ୍ମନ୍ ନିୟମ୍ ବିରୁଦେ ଚଲାଚଲ୍ତି କଲାଇନି କି ମୁର୍ତି ପୁଜା କଲାଇନି କି ବେବିଚାର୍ କାମ୍ କଲାଇନି କି ମନସ୍ ମନସ୍ ବିତ୍ରେ ଆରି ମାଇଜି ମାଇଜି ବିତ୍ରେ ଅଇବା କାରାପ୍ କାମ୍ କଲାଇନି, ବେସିଆ କାମ୍ କଲାଇନି,
ଏନ୍ତାଟା ସିକାଉମନ୍ ଲବ୍ ଅଇକରି ନିଜେ ତିଆର୍ କରିରଇବା କାତା କଇକରି ତମ୍କେ ନାଡାଇବାଇ । ସେନ୍ତାରି ଲକ୍ମନ୍କେ ଡଣ୍ଡ୍ ଦେବି ବଲି ପର୍ମେସର୍ କାତା ଦେଇରଇଲା । ଆରି ସେଟା କର୍ବାକେ ସେ ଏବେ ଜାଗିଆଚେ । ସେ ସେମନ୍କେ କୁରୁପ୍ନାସ୍ କର୍ସି ଆକା ।