7 ଆମର୍ ନିୟମ୍ ଇସାବେ ଏ ଲକ୍କେ ବିଚାର୍ କର୍ବାକେ ଆମେ ମନ୍ କର୍ତେରଇଲୁ ।
ରିସାଅଇଲା ଲକ୍ମନ୍ ପାଉଲ୍କେ ମରାଇବାକେ ଚେସ୍ଟା କଲାଇ, ମାତର୍ ସମାନ୍ ସେ ବେଲାଇ “ ଜିରୁସାଲାମେ ଗଣ୍ଡ୍ଗଲ୍ ଚାଲ୍ଲା ଆଚେ ।” ବଲି ରମିୟ ସନିଅମନର୍ କବର୍ ସୁନ୍ଲାଇ ।
ସନିଅମନ୍ ପାଉଲ୍କେ ଦାରି ଚଗ୍ବା ପାଉଚେ କେଟ୍ଲା ଦାପ୍ରେ, ତାର୍ ଚାରିବେଡ୍ତି ରଇଲା ଲକ୍ମନ୍ ବେସି ଆଉଲି ଅଇଲାଇକେ ସନିଅମନ୍ ତାକେ ବଇ ଦାରିଗାଲାଇ ।
ତାକର୍ ଦଦାପେଲା ଅଦିକ୍ ଅଦିକ୍ ଅଇଗାଲାକେ ଲକ୍ମନ୍ ପାଉଲ୍କେ ଗନ୍ଦାଗନ୍ଦା କରି ଚିରି ପାକାଇବାଇ ବଲି ସନିଅମନର୍ ମୁକିଅ ଡର୍ଲା । ତେବେ ସେ ଗଣ୍ଡ୍ଗଲ୍ ଅଇବା ଲକ୍ମନର୍ ବିତ୍ରେଅନି ପାଉଲ୍କେ ରକିଆ କରି ଗଡ୍ ବିତ୍ରେ ଦାରି ଜିବାକେ ସନିଅମନ୍କେ ତିଆର୍ଲା ।
ସନିଅମନର୍ ମୁକିଅ ତାର୍ ତଲେ ରଇଲା ଦୁଇଟା ସନିଅକେ ଡାକାଇ କଇଲା, “ଆଜି ରାତି ନଅଟା ବିତ୍ରେ ସିସେରିଆ ଜିବାକେ ଦୁଇସ ସନିଅକେ ତିଆର୍, ଆରି ସତୁରିଟା ଗଡାଇ ଚଗୁମନ୍ ଆରି ଦୁଇ ସଅ ବର୍ଚି ଦାରୁମନ୍କେ ଟିକ୍ କର୍ ।
ସେ ଆମର୍ ମନ୍ଦିର୍ ଅସୁକଲ୍ କର୍ବାକେ ଚେସ୍ଟା କଲାବେଲେ ଆମେ ତାକେ ବନ୍ଦି କଲୁ ।
ଆର୍ ବିରଦେ ଜନ୍ ସବୁ ଦାବା କଲୁଆଚୁ, ସେଟା ତମେ ଏ ଲକ୍କେ ପାଚାରିକରି ଜାନିପାରାସ୍ ।”