8 ଆର୍ ବିରଦେ ଜନ୍ ସବୁ ଦାବା କଲୁଆଚୁ, ସେଟା ତମେ ଏ ଲକ୍କେ ପାଚାରିକରି ଜାନିପାରାସ୍ ।”
ଏ ଲକ୍ ଲକ୍ମନ୍କେ ସର୍କାରର୍ ବିରୁଦେ ବୁଲ୍ ସିକିଆ ଦେଲାନି ବଲି ମର୍ ଲଗେ ଆନିଆଚାସ୍ । ଆରି ଦେକା ମୁଇ ତମର୍ ମୁଆଟେ ତାକେ ପରିକା କଲି, ତାର୍ ବିରଦେ ତମେ ସବୁଲକ୍ ନିନ୍ଦାକଲାଟା ମିଲେନାଇ ।
ଆରି ତାର୍ ବିରଦେ ଗଟେକ୍ କୁଟ୍ ଜଜ୍ନା ଅଇଲାନି ବଲି କବର୍ ସୁନି, ବେଗି ବେଗି ତମର୍ ଲଗେ ପାଟାଇ ଦେବାକେ ଟିକ୍ କଲି, ତାର୍ ବିରଦେ ରଇଲା ଦାବା, ତର୍ ମୁଆଟେ ଜାନାଇବାକେ ତାର୍ ଦାବାଦାରିମନ୍କେ ମୁଇ କଇଲିଆଚି ।”
ସେ କଇଲା, “ତମର୍ ଦାବାଦାରିମନ୍ ଆସି କେଟ୍ଲା ପଚେ, ମୁଇ ତର୍ କାତା ସୁନ୍ବି ।” ତାର୍ ପଚେ ପାଉଲ୍କେ ଏରଦ୍ ରାଜାର୍ ନଅରେ ବନ୍ଦି କରି ସଙ୍ଗଇବାକେ ଆଦେସ୍ ଦେଲା ।
ଆମର୍ ନିୟମ୍ ଇସାବେ ଏ ଲକ୍କେ ବିଚାର୍ କର୍ବାକେ ଆମେ ମନ୍ କର୍ତେରଇଲୁ ।
ତେଇରଇଲା ଜିଉଦିମନ୍ ଏଟା ସତ୍ବଲି ଡାଟ୍ ସଙ୍ଗ୍ ସେ କାତାଇ ରାଜି ଅଇଲାଇ ।
ଜଦି ସେ କାଇ ଦସ୍ କଲା ଆଚେ, ତେବେ ତମର୍ ନେତାମନ୍ ମର୍ ସଙ୍ଗ୍ ସିସେରିଆଇ ଆସତ୍ ଆରି ତାର୍ ବିରଦେ ସେମନର୍ ଦାବା ଜାନାଅତ୍ ।”