1 ପେସ୍ଟସ୍ ସାସନ୍କାରିଆ ଅଇକରି ଆଇଲା ଜାଗାଇ, ତିନ୍ ଦିନ୍ ପଚେ, ସେ ସିସିରିଆ ଅନି ଜିରୁସାଲମେ ଗାଲା ।
ସେ ସିରିଆ କେଟିକରି ତେଇଅନି ଜିରୁସାଲାମେ ଗାଲା ଆରି ମଣ୍ଡଲିକେ ଜୁଆର୍ ଜାନାଇ ତେଇଅନି ଆନ୍ଟିକିଅ ଗାଲା ।
ତେଇ କେତେଦିନ୍ ରଇକରି, ଆମର୍ ଦିନ୍ସୁପତର୍ ସାଜାଡି ଜିରୁସାଲମେ ଜିବାକେ ବାରଇଲୁ ।
ସାସନ୍କାରିଆ ଚିଟି ପଡି ପାଉଲ୍କେ କନ୍ ରାଇଜେଅନି ଆସିଆଚୁସ୍ ? ବଲି ପାଚାର୍ଲା । ପାଉଲ୍ ସିଲିସିଆଇଅନି, ବଲି ଜାନ୍ଲା ।
ଏନ୍ତି ଦୁଇ ବରସ୍ ଗାଲାପଚେ ପର୍କିୟସ୍ ପେସ୍ଟସ୍ ପେଲିକର୍ ଜାଗାଇ ସାସନ୍କାରିଆ ଅଇ ଆଇଲା । ପେଲିକ୍ସ୍ ଜିଉଦିମନ୍କେ ବଲ୍ବଲାଇ ଅଇବାକେ ମନ୍ କରି ପାଉଲ୍କେ ନ ମୁକ୍ଲାଇ ବନ୍ଦି ଗରେ ଚାଡି ଉଟିଗାଲା ।
କେତେଦିନ୍ ପଚେ ରାଜା ଆଗ୍ରିପା ଆରି ବର୍ନିସ୍ ପେସ୍ଟସ୍କେ ଜୁଆର୍ ଜାନାଇବାକେ କାଇସରିଆଇ ମିସ୍ବାର୍ ଆଇଲାଇ ।
ପେସ୍ଟସ୍ କଇଲା, “ପାଉଲ୍କେ ଗଟେକ୍ ବନ୍ଦି ଇସାବେ ସିସେରିଆଇ ରକାଅଇଲା ଆଚେ ଆରି ବେଗି ମୁଇ ତେଇ ବାଉଡି ଜିବି ।
ଜଦି ସେ କାଇ ଦସ୍ କଲା ଆଚେ, ତେବେ ତମର୍ ନେତାମନ୍ ମର୍ ସଙ୍ଗ୍ ସିସେରିଆଇ ଆସତ୍ ଆରି ତାର୍ ବିରଦେ ସେମନର୍ ଦାବା ଜାନାଅତ୍ ।”
ପେସ୍ଟସ୍ ସେମନର୍ ସଙ୍ଗ୍ ଆଟ୍ ଦସ୍ ଦିନ୍ ଜିରୁସାଲମେ ରଇକରି ସିସେରିଆଇ ବାଅଡ୍ଲା । ତାର୍ ଆର୍କର୍ ଦିନେ ବିଚାର୍ କର୍ବା ଗରେ ବସି ପାଉଲ୍କେ ଆନ୍ବାକେ ଆଦେସ୍ ଦେଲା ।
ଚନେକ୍ ଗାଲା ପଚେ ପିଲିପ୍ ଦେକ୍ଲାଜେ ସେ ଅସଦର୍ ବଲି ଗଟେକ୍ ଜାଗାଇ କେଟିଆଚେ । ତେଇଅନି ସେ କାଇସେରିଆଇ ଗାଲା ଆରି ବାଟେ ରଇବା ସଅର୍ମନ୍କେ ସୁବ୍ କବର୍ ଜାନାଇଲା ।