16 ମାତର୍ ମୁଇ ସେମନ୍କେ କଇଲି ଜେ, ଗଟେକ୍ ଦସିକେ ବିଚାର୍ କର୍ବା ଗରେ, ତାକେ ଦାବା କରୁମନର୍ ମୁଆଟେ ନିଜର୍ ବାଟେଅନି କଇବାକେ ବେଲା ଦେବା ଆଗ୍ତୁ, ତାକେ ଦସି କର୍ବାଟା ଆମର୍ ରମିୟମନର୍ ନିୟମେ ନାଇ ।
“ଆରି ଜେଡେବେଲେ ସେମନ୍ ତମ୍କେ ଜିଉଦି ଲକ୍ମନର୍ ପାର୍ତନା ଗରେ, ସାସନ୍ କର୍ବା ଲକ୍ମନର୍ଟାନେ କି ବିନ୍ ବିନ୍ ଅଦିକାରି ମନର୍ଟାନେ ବାନ୍ଦିନେଲେ, ସେଡ୍କିବେଲେ କାଇଟାବଲି କଇସା, ସେ ବିସଇ ନେଇକରି ଚିନ୍ତା କରାନାଇ ।
“ଆମର୍ ନିୟମ୍ ଇସାବେ ଗଟେକ୍ ଲକ୍କେ ଦସି କର୍ବା ଆଗ୍ତୁ ତାର୍ କାତା ସୁନ୍ବାକେ ପଡ୍ସି ଆରି କାଇଟା କଲାଆଚେ କଜ୍ବାକେ ପଡ୍ସି ।”
ଆରି ତାର୍ ବିରଦେ ଗଟେକ୍ କୁଟ୍ ଜଜ୍ନା ଅଇଲାନି ବଲି କବର୍ ସୁନି, ବେଗି ବେଗି ତମର୍ ଲଗେ ପାଟାଇ ଦେବାକେ ଟିକ୍ କଲି, ତାର୍ ବିରଦେ ରଇଲା ଦାବା, ତର୍ ମୁଆଟେ ଜାନାଇବାକେ ତାର୍ ଦାବାଦାରିମନ୍କେ ମୁଇ କଇଲିଆଚି ।”
ସେ କଇଲା, “ତମର୍ ଦାବାଦାରିମନ୍ ଆସି କେଟ୍ଲା ପଚେ, ମୁଇ ତର୍ କାତା ସୁନ୍ବି ।” ତାର୍ ପଚେ ପାଉଲ୍କେ ଏରଦ୍ ରାଜାର୍ ନଅରେ ବନ୍ଦି କରି ସଙ୍ଗଇବାକେ ଆଦେସ୍ ଦେଲା ।
ଆଗ୍ରିପା ପାଉଲ୍କେ କଇଲା, “ତକେ ତର୍ ନିଜର୍ ବିସଇ ଜାଇଟା କଇବାର୍ ଆଚେ, ସେଟା କଇବାକେ ଅଦିକାର୍ ଦିଆଅଇଲା ।” ପାଉଲ୍ ଆତ୍ ଉଟାଇକରି ନିଜର୍ବାଟେଅନି କଇଲା,