7 ପାଉଲ୍ ଆଇଲା ଦାପ୍ରେ ଜିରୁସାଲମେଅନି ଆସିରଇବା ଜିଉଦିମନ୍ ତାକର୍ ଚାରିବେଟ୍ତି ବେଡି ଟିଆ ଅଇଲାଇ ଆରି ତାର୍ ବିରଦେ କେତେକ୍ କେତେକ୍ ବଡ୍ ବଡ୍ ଦାବା କଲାଇ, ମାତର୍ ସେମନ୍ ଏ ସବୁ ସତ୍ ବଲି ଦେକାଇ ନାପାର୍ଲାଇ ।
ଦିନେକ୍ କେତେଟା ପାରୁସିମନ୍ ଆରି ଦରମ୍ ଗୁରୁମନ୍ ଜିରୁସାଲାମ୍ ଅନି ଆସି ଜିସୁକେ ପାଚାର୍ଲାଇ,
ସେଡିକି ବେଲେ ତେଇ ଟିଆଅଇରଇଲା ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଉମନ୍ ସବୁ ମିସି କରି ଜିସୁର୍ ବିରୁଦେ ଆଉଲିଅଇ କଇବାର୍ ଦାର୍ଲାଇ ।
ସେ ଲକ୍ମନ୍ ଜିସୁକେ ନିନ୍ଦା କରି ଏନ୍ତି କଇବାର୍ ବସ୍ଲାଇ, “ଏ ଲକ୍ ଆମର୍ ଲକ୍ମନ୍କେ ବୁଲ୍ ସିକିଆ ଦେଇତେ ରଇଲା ଆରି କାଇସର୍ ସମ୍ରାଟ୍କେ ସିସ୍ତୁ ଦିଆସ୍ ନାଇ ବଲି ସିକାଇଲା ବେଲେ ତାକେ ଦାର୍ଲୁ । ଆରି ସେ ନିଜ୍କେ ମୁଇ ପର୍ମେସର୍ ବାଚି ପାଟାଇଲା ରାଜା କିରିସ୍ଟ ବଲି କଇଲାନି ।”
ସେମନ୍ ଆଉଲି ଅଇକରି କଇଲାଇ, “ଏ ଇସ୍ରାଏଲର୍ ବାଇମନ୍ ଆମ୍କେ ସାଇଜ କରା ! ଏ ଲକ୍ ଚାରିବାଟେ ଜାଇକରି ଇସ୍ରାଏଲ୍ ମନର୍ ବିରଦେ, ମସାର୍ ନିୟମ୍ ଆରି ଏ ମନ୍ଦିର୍ ବିରଦେ, ସିକିଆ ଦେଲାନି । ଏବେ କେତେଟା ଗିରିକ୍ ଲକ୍ମନ୍କେ ମନ୍ଦିର୍ ବିତ୍ରେ ଆନି, ଏ ସୁକଲ୍ ଜାଗା ଅସୁକଲ୍ କଲା ଆଚେ ।”
ସେଟାର୍ ପାଇ ମର୍ ବିରଦେ ଏବେ ଆନିରଇବା ଦାବାର୍ ପାଇ, ସେମନ୍ କାଇମିସା ସାକି ଦେଇ ନାପାରତ୍ ।
ପେସ୍ଟସ୍ କଇଲା, “ରାଜା ଆଗ୍ରିପା ଆରି ରୁଣ୍ଡି ରଇଲା ସବୁ ଲକ୍, ତମେ ଏ ଜନ୍ ଲକ୍କେ ଦେକ୍ଲାସ୍ନି, ତାର୍ ବିରଦେ ଇତିର୍ ଜିଉଦିମନ୍ ଆରି ଜିରୁସାଲମର୍ ଜିଉଦିମନ୍ ମର୍ ଲଗେ ଦାବା କଲାଇ ଆଚତ୍ । ସେମନ୍ ତାକେ ମରାଉଁ ବଲିକରି କଇ ଆଉଲି ଅଇଲାଇନି ।
ଜେନ୍ତାରି କି ଜନ୍ ସୁବ୍କବର୍ ଜାନାଇଲେ ଜିଉଦି ନଇଲା ଲକ୍ମନ୍କେ ମୁକ୍ତି ମିଲି ପାର୍ସି, ସେଟା ଚାଡି ଦେଅତ୍ ବଲି ଆମ୍କେ ସେମନ୍ ଚେସ୍ଟା କଲାଇନି । ଏନ୍ତାରି ସେମନ୍ କର୍ତେରଇବା ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ସାରାସାରି ଆସି କେଟିଆଚେ । ଏବେ ସାରାସାରି ବେଲାଇ ସେମନର୍ ବିରୁଦେ ପର୍ମେସରର୍ ରିସା ଅଇଆଚେ ।