ପେରିତ୍ 25:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମାତର୍ ପାଉଲ୍ ନିଜେ ନିଜର୍ ବାଟେ ଅନି କଇଲା, “ଜିଉଦିମନର୍ ରିତିନିତି, ମନ୍ଦିରର୍ କି ରମିଅ ସାସନ୍କାରିଆ, କାର୍ ମିସା ବିରଦେ ମୁଇ ଦସ୍ କରିନାଇ ।” အခန်းကိုကြည့်ပါ။ |
ତିନ୍ ଦିନ୍ ପଚେ ପାଉଲ୍ ସେ ଜାଗାର୍ ଜିଉଦି ନେତାମନ୍କେ ଗଟେକ୍ ସବା କର୍ବାକେ କବର୍ ପାଟାଇଲା । ସେମନ୍ ଆସି ରୁଣ୍ଡ୍ଲାଇକେ ପାଉଲ୍ ସେମନ୍କେ କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଆମର୍ ଲକ୍ମନର୍ ବିରୁଦେ କି ଆମର୍ ଆନିଦାଦିମନର୍ ଟାନେଅନି ସିକିରଇବା ରିତିନିତି ବିରୁଦେ କିଚି କରିନାଇ, ଏଲେ ମିସା ଜିରୁସାଲାମର୍ ଜିଉଦିମନ୍ ମକେ ଦାରି ବନ୍ଦିଗରେ ପୁରାଇ ରମିଅମନ୍କେ ସର୍ପିଦେଲାଇ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।