9 ମାତର୍ ପେସ୍ଟସ୍ ଜିଉଦିମନ୍କେ ବଲ୍ ବଲାଇ ଅଇବାକେ ମନ୍ କରି ପାଉଲ୍କେ ପାଚାର୍ଲା, “ଜିରୁସାଲମେ ଜିବାକେ ଆରି ତେଇ ମର୍ ମୁଆଟେ, ଏ ସବୁ ଦାବାର୍ ବିଚାର୍ କର୍ବାକେ ତୁଇ କାଇ ରାଜି ଅଇସୁ କି ?”
ସେଟାର୍ପାଇ ପିଲାତ୍ ଲକ୍ମନ୍କେ ସାର୍ଦା କରାଇବାକେ ମନ୍କରି ବାର୍ବାକେ ବନ୍ଦି ଗରେଅନି ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାରି, କୁରୁସ୍କାଟେ କୁଟିମାରି ମରାଇଦେବାକେ ସନିଅମନ୍କେ ସର୍ପିଦେଲା ।
ଜାକୁବ୍କେ ମରାଇଲାଟା ଜିଉଦିମନ୍କେ ସାର୍ଦା କରାଇଲା । ଏଟା ଦେକି ଏରଦ୍ ପିତର୍କେ ମିସା ବନ୍ଦି କର୍ବାକେ ତିଆର୍ଲା । ଏଟା ଜିଉଦିମନ୍ କମିର୍ ନ ମିସାଇତେ ରୁଟିକର୍ବା ପରବ୍ ବେଲେ ଅଇରଇଲା ।
ଏନ୍ତି ଦୁଇ ବରସ୍ ଗାଲାପଚେ ପର୍କିୟସ୍ ପେସ୍ଟସ୍ ପେଲିକର୍ ଜାଗାଇ ସାସନ୍କାରିଆ ଅଇ ଆଇଲା । ପେଲିକ୍ସ୍ ଜିଉଦିମନ୍କେ ବଲ୍ବଲାଇ ଅଇବାକେ ମନ୍ କରି ପାଉଲ୍କେ ନ ମୁକ୍ଲାଇ ବନ୍ଦି ଗରେ ଚାଡି ଉଟିଗାଲା ।
ଏ ସବୁ ବିସଇର୍ ସତ୍ କେନ୍ତି ବାର୍କରାଇବି ବଲି ମୁଇମିସା ନାଜାନିରଇଲି, ତେବେ ଏ ସବୁ ବିଚାର୍ନା କର୍ବାକେ ପାଉଲ୍କେ ଜିରୁସାଲମେ ଜାଇସୁ କି ନାଇ ବଲି ପାଚାର୍ଲି ।
ଜେନ୍ତିକି ପାଉଲ୍କେ ଜିରୁସାଲାମେ ଆନ୍ବାକେ ଗୁଆରି କଲାଇ । କାଇକେବଇଲେ ବାଟେ ଜାଗିରଇ ସେମନ୍ ପାଉଲ୍କେ ମାରିମରାଇବାକେ ଜଜ୍ନା ତିଆର୍ କରିରଇଲାଇ ।