11 କେତେ କେତେ ତର୍ ପାର୍ତନା ଗର୍ମନ୍କେ ସେମନ୍ ବିସ୍ବାସ୍ ଚାଡତ୍ ବଲି ମାର୍ବାକେ ତିଆର୍ଲି, ସେମନର୍ ଉପ୍ରେ ଏତେ ରିସା ଅଇଜାଇରଇଲି ଜେ, ସେମନ୍କେ କସ୍ଟ ଦେବାକେ ବିଦେସେ, ରଇବା ଗଡ୍ମନ୍କେ ମିସା ଜାଇରଇଲି ।”
ମାତର୍ ଜାଗ୍ରତ୍ ଅଇରୁଆ, କାଇକେ ବଇଲେ ଲକ୍ମନ୍ ସେମନର୍ ବିଚାର୍ କର୍ବା ଜାଗାମନର୍ତେଇ ତମ୍କେ ସର୍ପିଦେବାଇ ଆରି ପାର୍ତନା ଗର୍ମନ୍କେ ତମ୍କେ କର୍ଡା ମାର୍ବାଇ ।
“ଏନ୍ତି ସବୁ ଅଇବା ବେଲା ତମେ ଜାଗ୍ରତ୍ ରୁଆ । ଲକ୍ମନ୍ ତମ୍କେ ବାନ୍ଦିକରି ବିଚାର୍ କର୍ବା ଲକ୍ମନ୍କେ ସର୍ପିଦେବାଇ । ସେମନ୍ ନିଆଇ କର୍ବା ଜାଗାଇ ତମ୍କେ ମାରିପାକାଇବାଇ । ତମେ ମର୍ ସିସ୍ ଅଇରଇବା ଲାଗି, ସାସନ୍ କର୍ବା ଲକ୍ମନର୍ଟାନେ ଆରି ରାଜାମନର୍ ମୁଆଟେ ଟିଆ କରାଇବାଇ । ତମେ ମର୍ଟାନେ ବିସ୍ବାସ୍ କଲା ବିସଇ ତେଇ ସାକି ଦେଇସା ।
“ମୁଇ ତମ୍କେ ସତ୍ କଇଲିନି, ଲକ୍ମନର୍ ସବୁ ପାପ୍, ଆରି ସେମନ୍ ଜେତେକ୍ ନିନ୍ଦା କାତା କଇ ପର୍ମେସରର୍ ନିନ୍ଦା କଲେ ମିସା, ସେ ସବୁଜାକ କେମା କରାଅଇସି ।
ସେବେଲେ ତାକେ ଚେତ୍ନା ଆଇଲାଜେ ସେ ମନେ ମନେ ଏନ୍ତି ବାବ୍ଲା । ମର୍ ବାବାର୍ ଗରେତା କାମ୍ କର୍ବା ଗତିଦାଙ୍ଗ୍ଡାମନର୍ କେତେ କାଦି ଉବ୍ରି ଗାଲାନି । ମାତର୍ ମୁଇ ଇତି ବୁକେ ମରିଜିବିବେ ।
ମାତର୍ ଏ ସବୁ ବିସଇ ନ ଅଇବା ଆଗ୍ତୁ, ତମ୍କେ ବାନ୍ଦିକରି ନେଇ ସାସ୍ତି ଦେବାଇ, ପାର୍ତନା ଗର୍ମନ୍କେ ବିଚାର୍ କରି ବନ୍ଦିଗରେ ପାକାଇବାକେ ସର୍ପିଦେବାଇ । ମର୍ପାଇ ତମେ ରାଜା ଆରି ସାସନ୍ କାରିଆମନର୍ ମୁଆଟେ ଟିଆ ଅଇସା ।
ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
ବେସି ଲକ୍ ରୁଣ୍ଡ୍ଲାଟା ଦେକି, ଜିଉଦି ନେତାମନ୍ ଇଁସା ଅଇଲାଇ । ଆରି ପାଉଲ୍ କଇବା କାତା, ବିରଦ୍ କରି ନିନ୍ଦା କଲାଇ ।
ମାତର୍ ସେମନ୍ ତାକେ ବିରଦ୍ କରି ତାର୍ କୁଟ୍ ପାଁଚ୍ବାର୍ ଦାର୍ଲାଇ, ସେଟା ବିରଦ୍ କର୍ବା ଇସାବେ, ତାର୍ ବସ୍ତରର୍ ଦୁଲି ପାପ୍ଡିଦେଇ ସେ ସେମନ୍କେ କଇଲା, “ଜଦି ତମେ କୁରୁପ୍ନାସ୍ ଅଇସା, ତେବେ ସେଟାର୍ପାଇ ତମେ ନିଜେ ଦାଇ ଅଇସା । ମୁଇ ଏଟାର୍ପାଇ ଦାଇ ନଇ, ଏବେ ମୁଇ ଜିଉଦି ନଇଲା ଲକ୍ମନର୍ ଲଗେ ଜିବି ।”
ମୁଇ କଇଲି “ମାପ୍ରୁ, ମୁଇ ପାର୍ତନା ଗର୍ମନ୍କେ ଜାଇ, ତମ୍କେ ବିସ୍ବାସ୍ କର୍ବା ଲକ୍ମନ୍କେ, କେନ୍ତାରି ବନ୍ଦି କରି ରଇଲି ଆରି ମାଡ୍ ମାରି ରଇଲି, ଏଟା ସେମନ୍ ନିକ ସଙ୍ଗ୍ ଜାନତ୍ ।
ମର୍ ଏ କାତା ପୁରା ସତ୍ । ବଡ୍ ପୁଜାରି ଆରି ବଡ୍ ସବାର୍ ସବୁ ପାର୍ଚିନ୍ମନ୍ ସାକି ଆଚତ୍ । ଲକ୍ମନ୍କେ ବନ୍ଦି କରି ସିକ୍ଲି ସଙ୍ଗ୍ ବାନ୍ଦି ଜିରୁସାଲାମ୍ ଦାରିଆଇବାକେ, ମୁଇ ବଡ୍ ପୁଜାରିର୍ ଟାନେଅନି ଆଦେସ୍ ପତର୍ ପାଇ, ଦାମାସ୍କସେ ରଇବା ଜିଉଦି ବାଇମନର୍ ଲଗେ ଗାଲି ।”
ସେ ସବୁ ଗଟ୍ବା ବେଲେ, ସାଉଲ୍ ମାପ୍ରୁର୍ ସିସ୍ମନ୍କେ ମରାଇଦେବି ବଲି ଦମ୍କାଇତେ ରଇଲା । ସେ ବଡ୍ ପୁଜାରିର୍ ଲଗେ ଗାଲା ।
ତମ୍କେ ଜନ୍ ନାଉଁ ଜିସୁ କିରିସ୍ଟ ଦିଆଅଇଆଚେ, ସେ ନାଉଁ ନେଇକରି ନିନ୍ଦା କଲାଇନି ।
ମାତର୍ ସେ କରିରଇବା କାରାପ୍ କାମର୍ ଲାଗି, ପର୍ମେସର୍ ତାକେ ଦମ୍କାଇଲା । ତାର୍ ଗଦ ନର୍ଲକ୍ ପାରା କାତା ଅଇଲା ଆରି ଜନ୍ ବାୟା କାମ୍ କର୍ବାକେ ସେ ଜାଇତେରଇଲା, ସେ କାମେଅନି ତାକେ ତେବାଇଲା ।