19 “ସେଟାର୍ପାଇ ଏ ରାଜା ଆଗ୍ରିପା ମୁଇ ସର୍ଗେଅନି ଜନ୍ ଦର୍ସନ୍ ପାଇଲିଆଚି, ସେଟା ପୁରାପୁରୁନ୍ ମାନ୍ଲି ।
ତୁଇ ସେମନର୍ ଆଁକି ପିଟାଇଦେସ୍ ବଲି ମୁଇ ତକେ କଇଲିନି । ଜେନ୍ତିକି ସେମନ୍ ଆନ୍ଦାରେଅନି ଉଜଲେ ଆରି ସଇତାନର୍ ବାନ୍ଦନେଅନି ମାପ୍ରୁର୍ ବାଟେ ବାଅଡ୍ବାଇ । ଜେନ୍ତିକି ମକେ ବିସ୍ବାସ୍ କଲାର୍ ପାଇ, ସେମନର୍ ପାପ୍ କେମା ଅଇସି । ଆରି ମାପ୍ରୁ ବାଚ୍ଲା ଲକ୍ମନର୍ ସଙ୍ଗ୍ ସେମନ୍କେ ମିସା ଡାକିନେବାଇ ।”
“ରାଜା ଆଗ୍ରିପା ! ଜିଉଦିମନ୍ ମକେ ଜନ୍ ସବୁ ବିସଇ ନେଇ ଦସି କରିଆଚତ୍, ସେଟାର୍ ବିରଦେ ତମର୍ ମୁଆଟେ, ନିଜର୍ ବାଟେଅନି କଇବାକେ ବେଲା ପାଇଲାର୍ ପାଇ ମୁଇ କେଡେ କରମର୍ ଲକ୍ ବଲି ବାବ୍ଲିନି ।”
ସେନ୍ତାରି ମୁଇ ପର୍ତମେ ଦାମାସ୍କସେ ଆରାମ୍କରି ତାର୍ପଚେ ଜିରୁସାଲାମେ, ପଚେ ଜିଉଦାର୍ ସବୁବାଟେ ଆରି ଜିଉଦିନଇଲା ଲକ୍ମନର୍ ବିତରେ ମାପ୍ରୁର୍ ବିସଇ ଜାନାଇଲି । ଜେନ୍ତି କି ସେମନ୍ କରିରଇବା ପାପ୍ ଏତାଇ, ଦୁକ୍କରି ମାପ୍ରୁର୍ବାଟେ ବାଅଡ୍ବାଇ । ଆରି ସେମନ୍ ଜନ୍ଟା ମାନିଆଇଲାଇ ଆଚତ୍, ସେଟା ତାକର୍ ଚଲାଚଲ୍ତିଅନି ଜାନିଅଇସି ।
ଆରି ଜେଡେବେଲେ ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ପର୍ମେସର୍ ମକେ ତାର୍ ପଅକେ ଦେକାଇଲା, । ଏ ବିସଇନେଇ ମୁଇ କାର୍ଲଗେ ଜିବି ଆରି ସେମନ୍ ମକେ ସିକାଇଦେଅତ୍ ବଲି ଚିନ୍ତାକରି ନାଇ ।