25 ପାଉଲ୍ କଇଲା, “ଏ ମାପ୍ରୁ ପେସ୍ଟସ୍, ମୁଇ ବାୟା ଅଇନାଇ, ମୁଇ ଜାଇଟା କଇଲିନି ସେଟା ପୁରାପୁରୁନ୍ ସତ୍ । ଆରି ତବିର୍ ବୁଦିର୍ କାତା କଇଲିଆଚି ।
ତେବର୍ପାଇ ଏ ମାନନିୟ ତିୟପିଲ୍. ପୁର୍ବେଅନି ଟିକିନିକି କଜ୍ଲଡ୍କରି ତେଇ ସବୁଜାକ ରିତିିନିତି ସଙ୍ଗ୍ ଅଇଲାଟା ତମର୍ପାଇ ମୁଇ ଲେକ୍ବିଆକା ବଲି ମନ୍କଲି ।
ଜିସୁ ସେମନ୍କେ କଇଲା, “ନାଇ ! ମକେ ଡୁମା ଦାରେ ନାଇ । ମୁଇ ମର୍ ବାବାକେ ସନ୍ମାନ୍ ଦେଲିନି । ମାତର୍ ତମେ ମକେ ନିନ୍ଦାକାତା କଇ ଲାଜ୍ କରାଇଲାସ୍ନି ।
“ଏ ଚିଟି ମୁଇ କାଲାଡିଆକେ ଲିସିଆର୍ ସବୁର୍ଟାନେଅନି ଡାକ୍ପୁଟା ରଇବା ସନ୍ମାନର୍ ସାସନ୍କାରିଆ ପେଲିକ୍ସ୍କେ ଲେକ୍ଲିନି, ଜୁଆର୍ !
ସବୁଜାଗାଇ ଆରି ସବୁ ବେଲାଇ ଆମେ ଏଟାକେ ନାମ୍ଲୁନି, ଏଟାର୍ପାଇ ଆମେ ତମ୍କେ ମାନି ଆଇଲୁନି ।
ସେ ଲକ୍ ଆମେ ସିକାଇତେରଇବା ସୁବ୍ କବର୍ ଡାଟ୍ସଙ୍ଗ୍ ବିସ୍ବାସ୍ କରିରଇବାର୍ ଆଚେ । ଏ କବର୍ ସତ୍ ଆରି ନ ବାଦ୍ଲେ ବଲି ସେ ଜାନ୍ବାର୍ ଆଚେ । ଏନ୍ତାର୍ ଆଲେ ସେ ଲକ୍ମନ୍କେ ସତ୍ ବିସଇ ସିକାଇପାର୍ସି । ଆରି ଜନ୍ ଲକ୍ ତାର୍ ବିରୁଦେ କାତା ଅଇଲାଇନି, ତାକର୍ ବୁଲ୍ ଦେକାଇପାର୍ସି ।
ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
ତମର୍ ବିରୁଦେ କେ କାରାପ୍ କାମ୍ କଲେ ତାକେ ବେର୍ଦାରି ରୁଆନାଇ । ନିନ୍ଦାକାତା କଇଲେ ଟଣ୍ଡ୍ ଲାଗାଆ ନାଇ । ତାର୍ ବାଦୁଲେ ପର୍ମେସର୍ ସେମନ୍କେ ଦୟା ଦେକାଇବାକେ ପାର୍ତନା କରା । କାଇକେବଇଲେ ସେ ତମ୍କେ ଡାକ୍ଲାବେଲେ ମୁଇ ତମ୍କେ ଆସିର୍ବାଦ୍ କର୍ବି । ବଲି କାତା ଦେଇରଇଲା ।