32 ଆଗ୍ରିପା ପେସ୍ଟସ୍କେ କଇଲା, “ଜଦି ଏ ଲକ୍ ବଡ୍ସାସନ୍କାରିଆଟାନେ ବିଚାର୍ ପାଇବି ବଲି ଗୁଆରି କରି ନ ରଇଲେ, ତେବେ ଆମେ ତାକେ ଚାଡି ଦେଇତୁ ।”
ଏନ୍ତି ଦୁଇ ବରସ୍ ଗାଲାପଚେ ପର୍କିୟସ୍ ପେସ୍ଟସ୍ ପେଲିକର୍ ଜାଗାଇ ସାସନ୍କାରିଆ ଅଇ ଆଇଲା । ପେଲିକ୍ସ୍ ଜିଉଦିମନ୍କେ ବଲ୍ବଲାଇ ଅଇବାକେ ମନ୍ କରି ପାଉଲ୍କେ ନ ମୁକ୍ଲାଇ ବନ୍ଦି ଗରେ ଚାଡି ଉଟିଗାଲା ।
ମାତର୍ ମୁଇ କଜି ବାର୍କରାଇଲି ଜେ, ଏ ଲକ୍ ମରନ୍ ଡଣ୍ଡ୍ ପାଇବା ଏତ୍କି, କାଇ ଦସ୍ କରେନାଇ । ସେ ନିଜେ ବଡ୍ସାସନ୍କାରିଆକେ ଗୁଆରି କଲାର୍ ପାଇ, ମୁଇ ତାକେ ତେଇ ପାଟାଇବାକେ ଟିକ୍ କଲି ଆଚି ।
ମକେ ପାଚାର୍ ଉଚାର୍ କଲା ପଚେ ମରନ୍ ଡଣ୍ଡ୍ ପାଇବା ଏତ୍କି କାଇ ଅପ୍ରାଦ୍ କରେ ନାଇ ବଲି ଜାନ୍ଲାଇ । ପଚେ ରମିଅ ଲକ୍ମନ୍ ମକେ ମୁକ୍ଲାଇବାକେ ମନ୍ କର୍ତେ ରଇଲାଇ ।
ମାତର୍ ଜିଉଦି ଲକ୍ମନ୍ ମକେ ଚାଡ୍ବାକେ ରାଜି ଅଅତ୍ନାଇ । ତେବେ ମର୍ ନିଜର୍ ଲକ୍ମନର୍ ବିରୁଦେ ମର୍ କାଇ ଦାବି ନ ରଇଲା ମିସା, ମୁଇ ବଡ୍ସାସନ୍କାରିଆକେ ଗୁଆରି କର୍ବି ଆକା ବଲି ବାବ୍ଲି ।
ମାପ୍ରୁ ତାକେ କଇଲା, “ଜାଆ ଜିଉଦି ନ ଅଇଲା ଲକ୍ମନ୍, ତାକର୍ ରାଜାମନ୍ ଆରି ଇସ୍ରାଏଲର୍ ଲକ୍ମନ୍କେ, ମର୍ ନାଉଁ ଜାନାଇବାକେ ଆରି ମର୍ ସେବା କର୍ବାକେ ମୁଇ ତାକେ ବାଚ୍ଲି ଆଚି ।