19 ତାର୍ ଆର୍କର୍ ଦିନେ ସେମନ୍ ଜାଜର୍ ପାଇ ଦର୍କାର୍ ଅଇବା କେତେଟା ଜିନିସ୍ ବେଟି ପିଙ୍ଗି ଦେଲାଇ ।
ଚନେକ୍ ମିସା ନ ତେବି ଅପର୍ବଲ୍ ପବନ୍ ଆଇବାର୍ ଦାର୍ଲା ଜେ, ତାର୍ ଆର୍କର୍ ଦିନେ ସେମନ୍ ଜାଜେଅନି ଜିନିସ୍ ପତର୍ ପାନିତେଇ ପିଙ୍ଗ୍ବାର୍ ଦାର୍ଲାଇ ।
ବେସି ଦିନ୍ ଅଇଗାଲା ଆମେ ବେଲର୍ ମୁକ୍ ନାଇ କି ତାରାର୍ ମୁକ୍ ଦେକୁନାଇ ସେନ୍ତି ରଇଗାଲୁ । ପବନ୍ ଚନେକ୍ ମିସା ତେବେ ନାଇ, ଅଦିକ୍ ଅଦିକ୍ ଆଇତେସେ ରଇଲା । ସାରାସାରି ଆମେ ବଁଚ୍ବାର୍ ଆସା ଚାଡି ଦେଇରଇଲୁ ।