20 ବେସି ଦିନ୍ ଅଇଗାଲା ଆମେ ବେଲର୍ ମୁକ୍ ନାଇ କି ତାରାର୍ ମୁକ୍ ଦେକୁନାଇ ସେନ୍ତି ରଇଗାଲୁ । ପବନ୍ ଚନେକ୍ ମିସା ତେବେ ନାଇ, ଅଦିକ୍ ଅଦିକ୍ ଆଇତେସେ ରଇଲା । ସାରାସାରି ଆମେ ବଁଚ୍ବାର୍ ଆସା ଚାଡି ଦେଇରଇଲୁ ।
ସେ ଦୁକର୍ବେଲା ସାର୍ବା ବେଲେ, ବେଲ୍ ଜାଉଁଲି ଜାଇସି, ଜନ୍ ଆରି ଉଜଲ୍ ନ ଡିସାଏ, ବାଦ୍ଲେଅନି ତାରାମନ୍ ଅଦର୍ବାଇ ଆରି ବାଦ୍ଲେ ଉଜଲ୍ ଦେବାଟାମନ୍ ସବୁ ବାଟ୍ ବାନା ଅଇଜିବାଇ ।
ତାର୍ ଆର୍କର୍ ଦିନେ ସେମନ୍ ଜାଜର୍ ପାଇ ଦର୍କାର୍ ଅଇବା କେତେଟା ଜିନିସ୍ ବେଟି ପିଙ୍ଗି ଦେଲାଇ ।
ଏତେକ୍ ଦିନ୍ ଅଇଲା ସବୁ ଲକ୍ଜାକ ନ କାଇ ନ ପିଇ ରଇଲା ପଚେ ପାଉଲ୍, ଜାଜେ ଜିବା ଲକ୍ମନର୍ ମଜାଇ ଟିଆଅଇ କଇଲା, ମଇତର୍ମନ୍ ତମେ ମର୍ କାତା ଦାରି କିରତେଅନି ଜାଜ୍ ନ ଆନି ରଇଲେ ଆମ୍କେ ଏ ଦସା ନ ଆଇତା ।
ରମିଅମନର୍ଟାନେ ତିନ୍ତର୍ କର୍ଡା ସଙ୍ଗ୍ ମାଡ୍କାଇ ଆଚି । ଗଟେକ୍ତର୍ ସେମନ୍ ମକେ ପାକ୍ନା ମାର୍ଲାଇ । ମୁଇ ଜନ୍ ଜାଜେ ଜାଇତେରଇଲି, ସେ ଜାଜ୍ ତିନ୍ତର୍ ବୁଡି ଜାଇରଇଲା । ତରେକ୍ ମର୍ ଜାଜ୍ ନସିଗାଲାକେ ମୁଇ ଗଟେକ୍ ଦିନ୍ ଆରି ଗଟେକ୍ ରାତି, ସମ୍ଦୁରେ ଉପ୍କି ଅଇ ରଇଲି ।
ଆଗେ ତମେ କିରିସ୍ଟର୍ ଲଗେ ଅନି ଦୁର୍କେ ରଇଲାସ୍ । ଆରି ପର୍ମେସର୍ ବାଚିରଇବା ଲକ୍ମନର୍ଟାନେ ମିସି ନ ରଇଲାସ୍ । ତାର୍ ଲକ୍ମନ୍କେ କାତା ଦେଇ, ତିଆର୍ କରିରଇବା ନିୟମ୍ଟାନେ, ତମର୍ କାଇ ମିସା ଅଦିକାର୍ ନ ରଇଲା । ତମେ ଜଗତେ ବାସାକରି, କାଇ ଆସା ନ ରଇକରି ପର୍ମେସରର୍ ଲକ୍ ନ ଅଇ ରଇଲାସ୍ ।
ଏ ବାଇବଇନିମନ୍, ଆସା ନ କର୍ବା ବିନ୍ ଲକ୍ମନର୍ ପାରା ଦୁକ୍ ଚିନ୍ତା ଅଇ ରୁଆନାଇ । ଏଟାର୍ପାଇ ତମେ ମରିଜାଇରଇବା ଲକ୍ମନର୍ ବିସଇ ଜାନିରୁଆ ।