21 ଏତେକ୍ ଦିନ୍ ଅଇଲା ସବୁ ଲକ୍ଜାକ ନ କାଇ ନ ପିଇ ରଇଲା ପଚେ ପାଉଲ୍, ଜାଜେ ଜିବା ଲକ୍ମନର୍ ମଜାଇ ଟିଆଅଇ କଇଲା, ମଇତର୍ମନ୍ ତମେ ମର୍ କାତା ଦାରି କିରତେଅନି ଜାଜ୍ ନ ଆନି ରଇଲେ ଆମ୍କେ ଏ ଦସା ନ ଆଇତା ।
ସେ ଗାଡେ ସିତ୍ମାସେ ରଇବାଟା ବେସି କସ୍ଟ ରଇଲା । ତେବେ କେନ୍ତି କରି ମିସା କସ୍ଟେ ମସ୍ଟେ ପେନିକସ୍ ବଲି ଗଟେକ୍ ଜାଗାଇ କେଟି, ଦର୍କାର୍ ପଡ୍ଲେ ତେଇ ରଇବାକେ ଜାଜେ ଜିବା କେତେଲକ୍ମନ୍ କର୍ତେରଇଲାଇ । ପିନିକସ୍ ଅଇଲାନି କିରିତେ ଦକିଣ୍, ପଚିମ୍ ଆରି ଉତର୍ ପୁରୁବ୍ ଦିଗେ ରଇବା ଗଟେକ୍ ଜାଗାର୍ ନାଉଁ ।
ଜେଡେବେଲେ ଦକିନ୍ ଦିଗ୍ବାଟେଅନି ଅଲପ୍ ଅଲପ୍ ପବନ୍ ଆଇଲା, ସେଡେବେଲେ ଜାଜେ ବସିରଇବା ଲକ୍ମନ୍ ଏଟା ଗଟେକ୍ ସୁବ୍କବର୍ ବଲି ବାବ୍ଲାଇ । ଜାଜ୍ ଅଟ୍କାଇବା ପାର୍ଦା ଟେକିଦେକ୍ଲାଇ ଆରି କିରିତ୍ ଗାଡ୍ ପାଲି ପାଲି ଜାଜ୍ ଚାଲାଇ ଚାଲାଇ ନେବାର୍ ଦାର୍ଲାଇ ।
ବେସି ଦିନ୍ ଅଇଗାଲା ଆମେ ବେଲର୍ ମୁକ୍ ନାଇ କି ତାରାର୍ ମୁକ୍ ଦେକୁନାଇ ସେନ୍ତି ରଇଗାଲୁ । ପବନ୍ ଚନେକ୍ ମିସା ତେବେ ନାଇ, ଅଦିକ୍ ଅଦିକ୍ ଆଇତେସେ ରଇଲା । ସାରାସାରି ଆମେ ବଁଚ୍ବାର୍ ଆସା ଚାଡି ଦେଇରଇଲୁ ।
ପଚେ ଆମ୍କେ ବେସିଦିନ୍ ଲାଗିଗାଲା ଦିରେ ଦିରେ ଜାଇ କରି କେଡେକ୍ କସ୍ଟେ କିଦ୍ ନାଉଁର୍ ଗଟେକ୍ ଜାଗାଇ କେଟ୍ଲୁ । ତେଇ କେଟ୍ଲା ପଚେ ବେସି ପବନ୍ ଆଇଲାଜେ ଆମେ ଆରି ଆଗ୍କେ ଜାଇ ନାପାର୍ଲୁ । ତେବେ ସାଲନି ବଲି ଗଟେକ୍ ଜାଗାର୍ ମୁଆଟ୍ ବାଟେ ଜାଇ କିରିତର୍ ପାଲି ପାଲି ଗାଲୁ ।