ପେରିତ୍ 27:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 କାଇକେବଇଲେ ମୁଇ ଜାର୍ ଲକ୍ ଅଇଲିଆଚି, ଆରି ଜନ୍ ପର୍ମେସର୍କେ ପାର୍ତନା କଲିନି, କାଲି ରାତି ତାର୍ ଗଟେକ୍ ସରଗର୍ ଦୁତ୍ ମକେ ଆସି କଇଲା, အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।