25 ତେବେ ବାଇମନ୍ ତମେ ନ ଡରି ବରସ୍ ଅଇରୁଆ । କାଇକେ ବଇଲେ ମୁଇ ପରମେସର୍କେ ବିସ୍ବାସ୍ କଲିନି, ମକେ ଜେନ୍ତି କଇଲାଆଚେ ଟିକ୍ ସେନ୍ତାରିସେ ଅଇସି ।
ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
ମାତର୍ ସେନାପତି ପାଉଲର୍ କାତା ବିସ୍ବାସ୍ ନ କରି, ଜାଜ୍ ଚାଲାଉ, ଜାଜ୍ ସାଉକାରର୍ କାତା ବିସ୍ବାସ୍ କଲା ।
ତେଇ ସେମନ୍ ସବୁ ଲକ୍ ସାଆସ୍ ଅଇକରି ଆରି ନିଜେ ନିଜେ କାଇବାର୍ ଦାର୍ଲାଇ ।
ଏଟାର୍ ଲାଗି ମୁଇ ଏ ବନ୍ଦିଗରେ ଦୁକ୍ କସ୍ଟ ପାଇଲିନି । ପାଇଲେ ମିସା ଲାଜ୍ ଅଇନାଇ । କାଇକେବଇଲେ ମୁଇ ଜାକେ ବିସ୍ବାସ୍ କରିଆଚି, ତାକେ ଜାନି, ଆରି ମୁଇ ତାକେ ଜନ୍ଟା ସର୍ପି ଆଚେ, ସେଟା ସେ ବାଉଡି ଆଇବା ଦିନ୍ ଜାକ, ଜତନ୍ କରି ସଙ୍ଗଇବାକେ ତାର୍ ବପୁ ଆଚେ । ଏଟା ମୁଇ ଡାଟ୍ ସଙ୍ଗ୍ ବିସ୍ବାସ୍ କଲିନି ।