31 ମାତର୍ ପାଉଲ୍, ସେନାପତି ଆରି ସନିଅମନ୍କେ କଇଲା, “ଜଦି ଜାଜ୍ ଚାଲାଉମନ୍ ଜାଜେ ନ ରଇଲେ ତମେ ମରିଜାଇସା ।”
ମର୍ ବାବା ପର୍ମେସର୍ ଜନ୍ ଲକ୍ମନ୍କେ ମକେ ଦେଲା ଆଚେ, ସେ ଲକ୍ମନ୍ ମର୍ ଲଗେ ଆଇବାଇ । ଆରି ମର୍ ଲଗେ ଆଇବା ଲକ୍ମନ୍କେ କେବେ ମିସା ନ ବାଉଡାଇ ।
ମାତର୍ ସେନାପତି ପାଉଲର୍ କାତା ବିସ୍ବାସ୍ ନ କରି, ଜାଜ୍ ଚାଲାଉ, ଜାଜ୍ ସାଉକାରର୍ କାତା ବିସ୍ବାସ୍ କଲା ।
ତାର୍ ପଚେ ଜାଜ୍ ଚାଲାଉମନ୍ ଜାଜେଅନି ଲୁଚି ପାଲାଇବାକେ ଚେସ୍ଟା କଲାଇ । ସାନ୍ ଡଙ୍ଗା ବାନ୍ଦିରଇବା ଡର୍ ବେଟି ଡଙ୍ଗା ସମ୍ଦୁରେ ଉତ୍ରାଇଲାଇ । ସେମନ୍ ଆରି କେତେଟା ଜାଜ୍ ଅଟ୍କାଇବାଟା ମୁଆଟ୍ବାଟେ ପାକାଇବୁ ବଲି ନାଡାଇଲାଇ ।
ସେଟାର୍ପାଇ ସନିଅମନ୍ ଡଙ୍ଗାର୍ ଡର୍ କାଟି ଦେଲାଇ ଆରି ପାନି ଉପ୍ରେ ବଁଲି ଜାଅ ବଲି ଚାଡି ଦେଲାଇ ।
ଆରି ବାକି ଲକ୍ମନ୍କେ ଜାଜର୍ ବାଙ୍ଗ୍ଲା ପାଟା ଆରି କାଇ କାଇଟାମନ୍ ଦାରି ପଅଁରି କରି ବାରୁଆ । ବଲି କଇଲା । ଏନ୍ତାରି ଅଇ ସବୁଲକ୍ କାଇଟା ନ ଅଇତେ କଣ୍ଡି ଆସି ବାରଇଲାଇ । ସାରାସାରି ଆମେ ସବୁଲକ୍ କଣ୍ଡି କେଟ୍ଲୁ ।