32 ସେଟାର୍ପାଇ ସନିଅମନ୍ ଡଙ୍ଗାର୍ ଡର୍ କାଟି ଦେଲାଇ ଆରି ପାନି ଉପ୍ରେ ବଁଲି ଜାଅ ବଲି ଚାଡି ଦେଲାଇ ।
ଏଟାର୍ ପାଇ ସେ ମିଚୁଆ ମୁକିଅ ଗତିଦାଙ୍ଗ୍ଡାକେ ତାର୍ ସାଉକାର୍ କଇଲା, “ତୁଇ ବେସି ଚାଲାକି ଅଇକରି ଏନ୍ତି କାମ୍ କରିଆଚୁସ୍ । କାଇକେ ବଇଲେ ଏ ଦୁନିଆର୍ ଲକ୍ମନ୍ ନିଜର୍ କାମ୍ କର୍ବାକେ ପର୍ମେସରର୍ ଲକ୍ମନର୍ ଟାନେଅନି ଅଦିକ୍ ଚାଲାକି ।”
ତେଇ ଜିସୁ କସିରା ସଙ୍ଗ୍ କର୍ଡା ତିଆର୍ କରି ମେଣ୍ଡା ଆରି ଗରୁମନର୍ ସଙ୍ଗ୍ ସବୁ ଲକ୍ମନ୍କେ ମନ୍ଦିରେଅନି ବାର୍କରାଇ ଦେଲା । ଆରି ଲକ୍ମନର୍ତେଇ ଅନି ବାଦ୍ଲାଇ ନେବା ଡାବୁ ସବୁ ବିଚିଦେଇ ସେମନର୍ ଟେବୁଲ୍ ପାସ୍ଲାଇ ଦେଲା ।
ମାତର୍ ପାଉଲ୍, ସେନାପତି ଆରି ସନିଅମନ୍କେ କଇଲା, “ଜଦି ଜାଜ୍ ଚାଲାଉମନ୍ ଜାଜେ ନ ରଇଲେ ତମେ ମରିଜାଇସା ।”
ପାଉଲ୍ କୁକ୍ଡାଡାକେ ସବୁ ଲକ୍କେ କାଆ ବଲି ବାବୁଜିଆ କଲା । ସେ କଇଲା, ଆଜିକେ ଚଉଦ ଦିନ୍ ଅଇଗାଲା କାଆସ୍ ନାଇ, ପିଆସ୍ ନାଇ, ବୁକେସେ ଆଚାସ୍ ।