1 କାଇଟା ନ ଅଇ, କଣ୍ଡିପାଲି ଜାଇ ଦେକ୍ଲୁ ଜେ, ଆମେ ମେଲିତି ନାଉଁର୍ ଚାରିବେଟ୍ତି ପାନିର୍ ମଜାଇ ରଇବା ସୁକ୍ଲା ଜାଗାଇ କେଟିଆଚୁ ।
ସେମନ୍ ସାଇପରସ୍ ଜାଗା ଚାଡି ପାପ୍ତେ ନାଉଁର୍ ଜାଗାଇ ଗାଲାଇ । ତେଇ ବାର୍ଜିସୁ ନାଉଁର୍ ଗଟେକ୍ ମଁତର୍ ସିକିରଇବା ଜିଉଦିକେ ବେଟ୍ଅଇଲାଇ । ସେ ନିଜ୍କେ ମିଚ୍ରେ ବବିସତ୍ବକ୍ତା ବଲି କଇତେ ରଇଲା ।
ପାଉଲ୍ ଏ ଦର୍ସନ୍ ଦେକ୍ଲା ଦାପ୍ରେ, ମାସିଦନିଆଇ ଜିବାକେ ଆମେ ତିଆର୍ ଅଇଲୁ, କାଇକେବଇଲେ ଆମେ ନିକ ସଙ୍ଗ୍ ଜାନ୍ଲୁ, ପର୍ମେସର୍ ତେଇର୍ ଲକ୍ମନର୍ ବିତ୍ରେ, ସୁବ୍ କବର୍ ଜାନାଇବାକେ ଆମ୍କେ ଡାକ୍ଲା ଆଚେ ।
ଆମେ ଜେଡେବେଲେ ପାନି ଜାଜେ ବସି ଇଟାଲି ଜିବାକେ ଟିକ୍ କଲାଇ, ସେଡ୍କିବେଲେ କେତେଟା ବନ୍ଦି ଅଇଲା ଲକ୍କେ ଆରି ପାଉଲ୍କେ ରମିୟ ସନିଅମନର୍ ସେନାପତି ଜୁଲିୟସ୍କେ ସର୍ପି ଅଇଲାଇ ।
ମାତର୍ ଆମେ ଆଗ୍କେ ଗାଲେ ଗଟେକ୍ ଗୁଲାଇବାଟେ ପାନି ରଇକରି ମଜାଇ ରଇବା ସୁକ୍ଲା ଜାଗାଇ ପବନ୍ କେଟାଇସି ।
ସାକାଲ୍ ପାଇଲାକେ କଣ୍ଡିର୍ କନ୍ ଜାଗାଇ ଆସି କେଟ୍ଲୁଆଚୁ ବଲି ଜାଜ୍ ଚାଲାଉମନ୍ ଜାନି ନାପାର୍ଲାଇ । ମାତର୍ ସେମନ୍ ଦେକ୍ଲାଇ, ଜେ ସେଟା ଗଟେକ୍ ସମ୍ଦୁର୍ ଆରି ଗାଡ୍ ମିସ୍ଲା ବାଲିପଟା ଜାଗା । ଜଦି ପାର୍ଲେ ତେଇ ଜାଜ୍ ଲାଗାଉଁ ବଲି ଚେସ୍ଟା କଲାଇ ।
ଆରି ବାକି ଲକ୍ମନ୍କେ ଜାଜର୍ ବାଙ୍ଗ୍ଲା ପାଟା ଆରି କାଇ କାଇଟାମନ୍ ଦାରି ପଅଁରି କରି ବାରୁଆ । ବଲି କଇଲା । ଏନ୍ତାରି ଅଇ ସବୁଲକ୍ କାଇଟା ନ ଅଇତେ କଣ୍ଡି ଆସି ବାରଇଲାଇ । ସାରାସାରି ଆମେ ସବୁଲକ୍ କଣ୍ଡି କେଟ୍ଲୁ ।