11 ସେ ଜାଗାଇଅନି ବାରଇବାକେ ଆମ୍କେ ତିନ୍ମାସ୍ ଲାଗ୍ଲା । ସିତ୍ଦିନ୍ ଅଇରଇଲାକେ ତବିର୍ଅଇଲା ଆଲେକ୍ଜାଣ୍ଡ୍ରିଆ ନଅରେଅନି ଆସିରଇବା ଗଟେକ୍ ଜାଜେ ଆମେ ବାରଇଲୁ । ସେ ଜାଜର୍ ନାଉଁ ରଇଲା ଜଁଲି ଦେବ୍ତା ।
ସେମନ୍ ସାଇପରସ୍ ଜାଗା ଚାଡି ପାପ୍ତେ ନାଉଁର୍ ଜାଗାଇ ଗାଲାଇ । ତେଇ ବାର୍ଜିସୁ ନାଉଁର୍ ଗଟେକ୍ ମଁତର୍ ସିକିରଇବା ଜିଉଦିକେ ବେଟ୍ଅଇଲାଇ । ସେ ନିଜ୍କେ ମିଚ୍ରେ ବବିସତ୍ବକ୍ତା ବଲି କଇତେ ରଇଲା ।
ତେଇ ସେନାପତି ଆଲେକ୍ଜାଣ୍ଡ୍ରିଆର୍ ଗଟେକ୍ ପାନି ଜାଜ୍ ଇଟାଲି ଜାଇତେରଇଲାଜେ ଆମ୍କେ ଦେକି, ସେ ଜାଜେ ବସାଇଲା ।
ସେମନ୍ ଆମ୍କେ ବେସି ବିନ୍ ବିନ୍ ରକାମର୍ ଜିନିସ୍ ଇନାମେ ଦେଲାଇ ଆରି ଆମେ ତେଇଅନି ଜାଜେ ବସି ଜିବାବେଲେ ସେମନ୍ ଆମର୍ପାଇ ଦର୍କାର୍ ରଇଲା ସବୁ ଜିନିସ୍ ଜାଜେ ଆନି ଦେଲାଇ ।
ପର୍ତୁମ୍ ସିର୍କୁସ୍ ନାଉଁର୍ ନଅରେ କେଟି ତେଇ ତିନ୍ଦିନ୍ ରଇଲୁ ।
ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ ।
ତେବେ ଦେବିଦେବ୍ତାମନ୍କେ ପୁଜ୍ଲା ମାଉଁସ୍ ବିସଇ ଜାନିଆଚୁ ଜେ, ଏ ଜଗତେ ଦେବି ଦେବ୍ତା ବଲି କାଇଟା ନାଇ । ଆମର୍ ପର୍ମେସର୍କେ ଚାଡିଦେଲେ ଆରି କେ ମିସା ପର୍ମେସର୍ ନାଇ ।