13 ତେଇଅନି ଆରି ତରେକ୍ ଜିବାଟା ଆରାମ୍ କରି ଆମେ ରେଜିଅମ୍ ସଅରେ କେଟ୍ଲୁ । ତାର୍ ଆର୍କର୍ ଦିନେ ଦକିଣ୍ ଦିଗେଅନି ପବନ୍ ଆଇଲା ଆରି ଦୁଇଦିନ୍ ପଚେ ପୁତେଅଲି ସଅରେ କେଟ୍ଲୁ ।
ଜେଡେବେଲେ ଦକିନ୍ ଦିଗ୍ବାଟେଅନି ଅଲପ୍ ଅଲପ୍ ପବନ୍ ଆଇଲା, ସେଡେବେଲେ ଜାଜେ ବସିରଇବା ଲକ୍ମନ୍ ଏଟା ଗଟେକ୍ ସୁବ୍କବର୍ ବଲି ବାବ୍ଲାଇ । ଜାଜ୍ ଅଟ୍କାଇବା ପାର୍ଦା ଟେକିଦେକ୍ଲାଇ ଆରି କିରିତ୍ ଗାଡ୍ ପାଲି ପାଲି ଜାଜ୍ ଚାଲାଇ ଚାଲାଇ ନେବାର୍ ଦାର୍ଲାଇ ।
ପର୍ତୁମ୍ ସିର୍କୁସ୍ ନାଉଁର୍ ନଅରେ କେଟି ତେଇ ତିନ୍ଦିନ୍ ରଇଲୁ ।
ତେଇ କେତେଟା ଜିସୁକେ ବିସ୍ବାସ୍ କର୍ବା ବାଇମନ୍କେ ମିସ୍ଲୁ । ତାକର୍ ସଙ୍ଗ୍ ଗଟେକ୍ ଆଟ୍ ରଇବାକେ ସେମନ୍ ଆମ୍କେ ବାବୁଜିଆ କଲାଇ । ସାରାସାରିପଚେ ଆମେ ରମ୍ ଦେସେ ଜାଇ କେଟ୍ଲୁ ।