2 ତେଇ ପୁର୍ବେଅନି ରଇବା ଲକ୍ମନ୍ ଆମ୍କେ ଆଲାଦ୍ ଦେକାଇଲାଇ, ସେବେଲେ ବର୍ସା ମାରି ସିତ୍ ଅଇତେ ରଇଲା । ସେଟାର୍ ପାଇ ସେମନ୍ ଆମ୍କେ ଜଇ ଲାଗାଇ ଗତିଆ ମାନ୍ଲାଇ ।
ଆରି ଜନ୍ ଲକ୍ ମର୍ ପଚେ ପଚେ ଆଇବା ମୁକିଅ ନଇଲା ଗଟେକ୍ ସାନ୍ ସିସ୍କେ, ଗିଲ୍ସେକ୍ ପାନି ଦେଇସି, ସେ ମର୍ ସିସ୍ । ସେ ପୁରୁସ୍କାର୍ ପାଇସି ଆକା ।”
ସିତ୍ କଲାଜେ ଗତିଦାଙ୍ଗ୍ଡାମନ୍ ଆରି ଜାଗୁଆଲ୍ମନ୍ ଜଇଲାଗାଇକରି ଚାରିବେଡ୍ତି ଟିଆଅଇ ଜଇ ଚେକ୍ତେ ରଇଲାଇ । ପିତର୍ ମିସା ସେମନର୍ ସଙ୍ଗ୍ ଟିଆଅଇକରି ଜଇଚେକ୍ତେ ରଇଲା ।
ଆର୍କର୍ ଦିନେ ଆମେ ସିଦନେ କେଟ୍ଲୁ । ଜୁଲିୟସ୍ ପାଉଲ୍କେ ବେସି ଦୟା ଦେକାଇତେରଇଲା । ପାଉଲର୍ ସଙ୍ଗାରିମନର୍ ଟାନେଅନି ତାର୍ ଦର୍କାର୍ ଅଇବା ଜିନିସ୍ମନ୍ ଟୁଲିଆଇବାକେ ତାକର୍ସଙ୍ଗ୍ ଜାଇ ମିସତ୍ ବଲି ପାଉଲ୍କେ ଆଦେସ୍ ଦେଲା ।
ପାଉଲ୍ ଗଟେକ୍ ବିଡା ଦାରୁ ଜଇତେଇ ପାକାଇବା ବେଲେ ଜଇ ତାତିର୍ ଲାଗି ବିଡାଇଅନି ଗଟେକ୍ ବିସ୍ରଇବା ସାଁପ୍ ବାରଇଲା ଆରି ପାଉଲର୍ ଆତେ ଚଗି ଚାବି ଡସିରଇଲା ।
ସେ ଜାଗାର୍ ଲକ୍ମନ୍ ପାଉଲର୍ ଆତେ ଚାବିକରି ଡସି ଜୁଲ୍ତେ ରଇବା ସାଁପ୍କେ ଦେକି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏ ବାଇଦରେ ଗଟେକ୍ ନର୍ମାରୁ ଲକ୍, ସେ ଜାଇଟା ମିସା ଅ ବେ, ସେ ସମ୍ଦୁରେ ରକିଆ ପାଇରଇଲେ ମିସା ତାର୍ କରମ୍ ତାକେ ବଁଚ୍ବାକେ ନ ଦେଏ ।”
କାଇକେବଇଲେ, ଗିରିକ୍ ଲକ୍ମନର୍ ପାରା ଗିଆନ୍ ରଇଲେ ମିସା, ମୁର୍କ ଲକ୍ ଅଇରଇଲେ ମିସା, ସିକିରଇବା ଲକ୍ ଅଇରଇଲେ ମିସା, କି ନ ସିକିରଇବା ଲକ୍ ଅଇରଇଲେ ମିସା, ଏ ସବୁ ଦଲର୍ ଲକ୍ମନର୍ ପାଇ ମର୍ ଦାଇତ୍ ଆଚେ ।
ଜଦି କେତେକ୍ ଲକ୍ କିରିସ୍ଟକେ ବିସ୍ବାସ୍ କଲାଇନି, ମାତର୍ ତାକର୍ ବିସ୍ବାସ୍ ଡାଁଟ୍ନାଇ, ସେମନ୍କେ ମିସା ଡାକି ମିସାଆ । ମାତର୍ ସେମନର୍ ଚିନ୍ତା କର୍ବାଟା ତମର୍ପାରା ନ ରଇଲେ, ତାକର୍ ସଙ୍ଗ୍ ଦଦାପେଲା ଉଆ ନାଇ ।
ଜନ୍ ଲକ୍ମନ୍ ସବୁଜାକ କାଇବାଇ, ସେମନ୍ ଆମେ ଅବ୍କା ସାଗ୍ଡାଲ୍ କାଇବା ଲକର୍ଟାନେଅନି ବଡ୍ ବଲି ବାବ୍ବାର୍ ନାଇ । ସେନ୍ତାରିସେ ଜନ୍ଲକ୍ମନ୍ ଅବ୍କା ସାଗ୍ଡାଲ୍ସେ କାଇବାଇ, ସେମନ୍ ଆମେ ସବୁରକାମର୍ କାଦିକାଇବା ଲକ୍ମନର୍ଟାନେଅନି ବଡ୍ ବଲି ବାବ୍ବାର୍ନାଇ । କାଇକେବଇଲେ ପର୍ମେସର୍ ଦୁଇ ଦଲର୍ ଲକ୍ମନ୍କେ ମିସା ବାଚ୍ଲା ଆଚେ ।
ସେଟାର୍ ପାଇ ଗାଗ୍ଡେ ସୁନତ୍ ନ ଅଇରଇଲା ଜିଉଦି ନ ଅଇଲା ଲକ୍ମନ୍, ନିୟମ୍ ମାନିକରି ତମର୍ ବିଚାର୍ କର୍ବାଇ, କାଇକେ ବଇଲେ ତମେ ଗାଗ୍ଡେ ସୁନତ୍ ଅଇ ନିୟମ୍ ପାଇରଇଲେ ମିସା, ସେଟା ନାମାସ୍ ନାଇ ।
ମାତର୍ କାତାଅଇରଇବା ବାସା ଜଦି ମୁଇ ବୁଜି ନାପାର୍ଲିନି, ସେ ବାସାଇ କାତା ଅଇବା ଲକ୍ମନ୍ ମର୍ ଅଚିନାର୍ ଲକ୍ ପାରା, ମୁଇ ମିସା ସେମନର୍ପାଇ ଅଚିନାର୍ ପାରା ।
ମର୍ କାମ୍ ଆବଡ୍ କାମ୍ ଆରି ମୁଇ ସବୁବେଲେ ଆବଡ୍ କାମ୍ କଲିଆଚି । ବେସି ତର୍ ରାତିଆ ସଇ ନାପାର୍ଲି, ବୁକେ ସସେ ରଇଆଚି, ବେସି ତର୍ ମକେ କାଦି କେଟେ ନାଇ, ପିନ୍ଦ୍ବାକେ ବସ୍ତର୍ ନାଇ, କି ରଇବାକେ ଗର୍ ନ ରଇଲା ।
ତମେ ଜିଉଦି ଲକ୍ ଉଆ କି ଜିଉଦି ନ ଅଇଲା ଲକ୍ ଉଆ, ସୁନତ୍ ଅଇଲାଲକ୍ କି ସୁନତ୍ ନ ଅଇଲା ଲକ୍, ଦାପ୍ରେ ରିସା ଅଇ ମାରିମରାଇବା ଲକ୍ କି ବିନ୍ ଦେସର୍ ଗତିଦାଙ୍ଗ୍ଡା କି ମୁକ୍ଲାଇଲା ଲକ୍, ସେଟା କାଇଟା ନଏଁ । ମାତର୍ କିରିସ୍ଟ ସବୁର୍ଟାନେ ଆଚେ ଆରି ସେ ଆକା ସବୁର୍ ଉପ୍ରେ ସାସନ୍ କଲାନି ।
ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।