ପେରିତ୍ 28:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ସେମନ୍ ଗଟେକ୍ଦିନ୍ ଟିକ୍ କଲାଇ ଆରି ଟିକ୍ କଲା ଦିନେ ସେମନର୍ ବିତ୍ରେଅନି ବେସି ଲକ୍ ପାଉଲ୍ ରଇବା ଜାଗାଇ ଆଇଲାଇ । ପାଉଲ୍ ସେମନ୍କେ ସାକାଲେଅନି ସଞ୍ଜ୍ଜାକ ପରମେସର୍ ରାଇଜ୍ ବିସଇ ବୁଜାଇଦେଲା ଆରି ମସାର୍ ରିତିନିତି ଆରି ବବିସତ୍ବକ୍ତାମନ୍ ଲେକ୍ଲା ସାସ୍ତରର୍ ବାକିଅ ଦେକାଇକରି ଜିସୁର୍ ବିସଇ ବୁଜାଇଲା । အခန်းကိုကြည့်ပါ။ |