ପେରିତ୍ 28:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ପାଉଲ୍ ଗଟେକ୍ ବିଡା ଦାରୁ ଜଇତେଇ ପାକାଇବା ବେଲେ ଜଇ ତାତିର୍ ଲାଗି ବିଡାଇଅନି ଗଟେକ୍ ବିସ୍ରଇବା ସାଁପ୍ ବାରଇଲା ଆରି ପାଉଲର୍ ଆତେ ଚଗି ଚାବି ଡସିରଇଲା । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।