ପେରିତ୍ 3:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।” အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।