24 ଜେତ୍କି କବର୍ ସୁନିରଇବା ବବିସତ୍ବକ୍ତା ରଇଲାଇ, ସାମୁଏଲ୍ ଆରି ଜେ ଜେ ତାର୍ ପଚେ ଆଇଲାଇ ଆରି ଏବେ ଜାଇଟା ଗଟ୍ଲା, ସେ ବିସଇ କଇରଇଲାଇ ।
ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
ପାକାପାକି ଚାର୍ ସଅ ପଚାସ୍ ବରସ୍ ବିତ୍ରେ ଏ ସବୁ ଗଟ୍ନା ଗଟିଗାଲା ।” “ତାର୍ ପଚେ ସାମୁଏଲ୍ ବବିସତ୍ବକ୍ତାର୍ ବେଲା ଜାକ ପରମେସର୍ ସେମନର୍ ଉପ୍ରେ ବିଚାର୍ପତିମନ୍କେ ବାଚ୍ଲା ।
ଦରମ୍ ସାସ୍ତର୍ ପଡିକରି ବୁଜାଇଲା ଜେ, ମସିଅ ଦୁକ୍ ପାଇବାର୍ ରଇଲା ଆରି ପର୍ମେସର୍ ତାକେ ମଲାତେଇଅନି ଉଟାଇବାର୍ ରଇଲା । ପାଉଲ୍ କଇଲା, “ଜନ୍ ଜିସୁର୍ ବିସଇ ମୁଇ ଜାନାଇଲି, ସେ ଅଇଲାନି ମସିଅ ।”
ମସିଅ ଦୁକ୍ ପାଇସି ଆରି ମଲାଲକ୍ମନର୍ ବିତ୍ରେଅନି ସିଗ୍ ପର୍ତୁମେ ଉଟି, ଜିଉଦି ଆରି ଜିଉଦି ନଇଲା ଲକ୍ମନର୍ ଲଗେ ମୁକ୍ତିର୍ ଉଜଲ୍ ଦେକାଇସି ।”
ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।”
ପର୍ମେସର୍ ସବୁ ବିସଇ ନୁଆ କର୍ବା ବେଲା ଜାକ ସେ ସର୍ଗେ ରଇସି । ଏଟା ପର୍ମେସର୍ ପୁର୍ବେ ରଇଲା ତାର୍ ସୁକଲ୍ ବବିସତ୍ବକ୍ତାମନ୍କେ ସପତ୍ କରିରଇଲା ।
ମାତର୍ ଏବେ ଲକ୍ମନ୍ ତାର୍ ମୁଆଟେ ଦରମ୍ ବଲି ଏଜାଇ ଅଇବାକେ, ପରମେସର୍ ଜନ୍ଟା ଜଜ୍ନା କରି ରଇଲା, ସେଟା ସେ ଆମ୍କେ ଜାନାଇଦେଲାଆଚେ । ମାତର୍ ଏଟା ନିୟମ୍ ମାନ୍ଲାକେ ଅଏନାଇ । ଏ ଜଜ୍ନା ମସାର୍ ନିୟମେ ଆରି ବିନ୍ ବବିସତ୍ବକ୍ତାମନର୍ ଟାନେ ମିସା ରଇଲା ।