26 ସେଟାର୍ପାଇ ପରମେସର୍ ତାର୍ ସେବାକାରିଆକେ ବାଚ୍ଲା ଆରି ତମ୍କେ ସବୁ ଲକ୍କେ ବାନିଆ ବାଟେଅନି ବାଉଡାଇଆନ୍ବାକେ ଆରି ଆସିର୍ବାଦ୍ କର୍ବାକେ ପର୍ତୁମ୍ ତାକେ ତମର୍ ଲଗେ ପାଟାଇଲା ।”
ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
ଜିସୁ କଇଲା, “ଆଜିରଇବା ମେଣ୍ଡାପାରା ବାଟ୍ ବାନା ଅଇଲା ଇସ୍ରାଏଲ୍ ଲକ୍ମନର୍ ଲଗେସେ ମୁଇ ଆଇଲି ଆଚି ।”
ଆରି ଜିରୁସାଲମେଅନି ଆରାମ୍ କରି ସବୁ ଦେସର୍, ସବୁ ଜାତିର୍ ଲକ୍ମନ୍କେ ମର୍ ନାଉଁଦାରି ପାପ୍ କେମା କରାଇ, ମନ୍ ବଦ୍ଲାଇବାକେ କଇବାର୍ ଆଚେ ।
ତମେ ସମିରଣ୍ ଲକ୍ମନ୍ ଜାକେ ଉପାସନା କଲାସ୍ନି ତାକେ ସତଇସେ ନାଜାନାସ୍ । ମାତର୍ ଆମେ ଜିଉଦି ଲକ୍ମନ୍ ତାକେ ଜାନିକରି ଉପାସନା କଲୁନି । କାଇକେ ବଇଲେ ମୁକ୍ତି ଜିଉଦି ଲକ୍ମନର୍ ତେଇଅନି ଆଇସି ।
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।”
ଏ ମର୍ ଇସ୍ରାଏଲର୍ ବାଇମନ୍, ଅବ୍ରାଆମର୍ ନାତିତିତିମନ୍ ଆରି ପରମେସର୍କେ ପାର୍ତନା କର୍ବାକେ ଇତି ରୁଣ୍ଡ୍ଲା ଜିଉଦି ନଇଲା ଲକ୍ମନ୍, ଆମ୍କେ ସେ ମୁକ୍ତିର୍ କବର୍ ମିଲ୍ଲା ଆଚେ ।
ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
ସେନ୍ତାରି ମୁଇ ପର୍ତମେ ଦାମାସ୍କସେ ଆରାମ୍କରି ତାର୍ପଚେ ଜିରୁସାଲାମେ, ପଚେ ଜିଉଦାର୍ ସବୁବାଟେ ଆରି ଜିଉଦିନଇଲା ଲକ୍ମନର୍ ବିତରେ ମାପ୍ରୁର୍ ବିସଇ ଜାନାଇଲି । ଜେନ୍ତି କି ସେମନ୍ କରିରଇବା ପାପ୍ ଏତାଇ, ଦୁକ୍କରି ମାପ୍ରୁର୍ବାଟେ ବାଅଡ୍ବାଇ । ଆରି ସେମନ୍ ଜନ୍ଟା ମାନିଆଇଲାଇ ଆଚତ୍, ସେଟା ତାକର୍ ଚଲାଚଲ୍ତିଅନି ଜାନିଅଇସି ।
ଆମର୍ ଆନିଦାଦିମନର୍ ପର୍ମେସର୍ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ପରମେସର୍ ତାର୍ ସେବାକାରିଆ ଜିସୁକେ ଡାକ୍ପୁଟା କଲାଆଚେ । ମାତର୍ ତମେ ତାକେ ସାସନ୍କାରିଆମନର୍ ଆତେ ସର୍ପିଦେଲାସ୍ । ଏନ୍ତି କି ପିଲାତ୍ ତାକେ ଚାଡିଦେବାକେ ମନ୍କରି ରଇଲେ ମିସା ତାର୍ ମୁଆଟେ ଚାଡ୍ନାଇ ବଲି କଇଲାସ୍ ।
ଜେ ଜିବନର୍ ବାଟ୍ ଦେକାଉ, ତାକେ ତମେ ମାର୍ଲାସ୍, ମାତର୍ ପର୍ମେସର୍ ତାକେ ମଲାଟାନେଅନି ଆରି ତରେକ୍ ଜିବନ୍ କରି ଉଟାଇଲା । ଆମେ ଅଇଲୁନି ତାର୍ ସାକି ।
ଆରି ମାପ୍ରୁର୍ଟାନେଅନି ଆତ୍ମାଇ ବପୁ ପାଇସା, ପରମେସର୍ ତମର୍ପାଇ ସେ ଆଗେଅନି ବାଚ୍ଲା, ମସିଅ ଜିସୁକେ ପାଟାଇସି ।
ସେ ବିସଇ ମସା କଇରଇଲା, ତମର୍ ମାପ୍ରୁ ପରମେସର୍ ତମର୍ ଲଗେ ମର୍ପାରା ବବିସତ୍ବକ୍ତାକେ ପାଟାଇସି । ତମର୍ ବାଇମନର୍ ବିତ୍ରେ ଅନି ଗଟେକ୍ ଲକ୍କେ ପାଟାଇସି । ସେ ଜେତ୍କି ବିସଇ କଇସି, ସେଟା ସବୁ ତମେ ମାନ୍ବାର୍ ଆଚେ ।
ପର୍ମେସର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି ଜନ୍ସବୁ କାତା ଦେଲାଆଚେ ସେଟା ତମର୍ ପାଇସେ ଟିକ୍ । ତମର୍ ଆନିଦାଦିମନର୍ ସଙ୍ଗ୍ ଜନ୍ ରାଜିନାମା କଲାଆଚେ, ତମେ ମିସା ତେଇ ମିସିଆଚାସ୍ । ପର୍ମେସର୍ ଅବ୍ରାଆମ୍କେ କଇରଇଲା, “ମୁଇ ତମର୍ ନାତିତିତି ମନର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ବି ।
ସେ ସୁବ୍ କବର୍ଟାନେ ମର୍ ପୁରାପୁରୁନ୍ ଆସାଆଚେ, ସେଟା ସିଗ୍ ପର୍ତମେ ଜିଉଦି ଲକ୍ମନର୍ ପାଇ ଆରି ତାର୍ ପଚେ ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନର୍ ପାଇ ପରମେସରର୍ ବଡ୍ ବପୁ ।
ମୁଇ ଜାନିଆଚି, ତମର୍ଟାନେ କେଟ୍ଲାବେଲେ କିରିସ୍ଟର୍ ପୁରାପୁରୁନ୍ ଆସିର୍ବାଦ୍ନେଇ ମୁଇ ଆଇବି ।
କିରିସ୍ଟ ଜିଉଦିମନର୍ଲଗେ ଗଟେକ୍ ଗତିଦାଙ୍ଗ୍ଡାପାରା ଅଇଲା । ପର୍ମେସର୍ ତାକର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ସତ୍ସଙ୍ଗ୍ ସେ ପୁରାପୁରୁନ୍ କର୍ସିଆକା ବଲି ଦେକାଇବାକେ ସେନ୍ତାରି କରିରଇଲା ।
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
ତମର୍ ବିରୁଦେ କେ କାରାପ୍ କାମ୍ କଲେ ତାକେ ବେର୍ଦାରି ରୁଆନାଇ । ନିନ୍ଦାକାତା କଇଲେ ଟଣ୍ଡ୍ ଲାଗାଆ ନାଇ । ତାର୍ ବାଦୁଲେ ପର୍ମେସର୍ ସେମନ୍କେ ଦୟା ଦେକାଇବାକେ ପାର୍ତନା କରା । କାଇକେବଇଲେ ସେ ତମ୍କେ ଡାକ୍ଲାବେଲେ ମୁଇ ତମ୍କେ ଆସିର୍ବାଦ୍ କର୍ବି । ବଲି କାତା ଦେଇରଇଲା ।
ତମେ ଜେନ୍ତାରିକି ନ ଅଦର୍ତେ, ପର୍ମେସର୍ ତମ୍କେ ଦେକାରକା କର୍ସି । ସେ ଅଇଲାନି ମଇମା ପାଇବା ପର୍ମେସର୍ । କାଇ ଦସ୍ ନ ଦାରି ସାର୍ଦାସଙ୍ଗ୍ ତମ୍କେ ତାର୍ ମୁଆଟେ ଟିଆକରାଇବାକେ ତାର୍ ବପୁଆଚେ ।