3 ପିତର୍ ଆରି ଜଅନ୍ ମନ୍ଦିର୍ ବିତ୍ରେ ପୁର୍ବାଟା ଦେକି ସେ ସେମନ୍କେ କାଇଟା ମିସା ଦିଆ, ବଲି ବିକ୍ମାଗ୍ଲା ।
ଜିସୁ, ପିତର୍ ଆରି ଜଅନ୍କେ ଏ କାତା କଇ ପାଟାଇଲା । “ଜା ଆରି ଆମର୍ପାଇ ନିସ୍ତାର୍ ପରବର୍ ବଜି କାଇବାକେ ଟିକ୍ କରା ।”
ଗଟେକ୍ ଦିନେ ପିତର୍ ଆରି ଜଅନ୍ ପାର୍ତନା କର୍ବାକେ ମନ୍ଦିରେ ଗାଲାଇ, ଜେଡେବେଲେ କି ପାର୍ତନା କର୍ବା ବେଲା ମୁଇଦାନିଆ ତିନ୍ ଗଁଟା ଅଇରଇଲା ।
ସେ ଲକ୍ ପିତର୍କେ ଆରି ଜଅନ୍କେ ନ ଚାଡ୍ତେରଇଲା । ସଲ୍ମନର୍ ପିଣ୍ଡାଇ ତାକର୍ ସଙ୍ଗ୍ ରଇବାଟା ଦେକି, ଲକ୍ମନ୍ କାବାଅଇଗାଲାଇ । ପଚେ ପାଲାଇ ଆଇଲାଇ ।
ପିତର୍ ଆରି ଜଅନ୍ ତାକେ ନିମାନ୍କରି ତିରିଆଇ ଦେକ୍ଲାଇ ଆରି ପିତର୍ କଇଲା, “ଆମର୍ ବାଟେ ଦେକ୍ !”