8 ସେ ଚିକାଲ୍ନା ଡେଗଇକରି ଉଟ୍ଲା ଆରି ଇଣ୍ଡ୍ବାର୍ ଦାର୍ଲା । ସେ ଇଣ୍ଡି ଇଣ୍ଡି ଡେଗଇ ଡେଗଇ ପର୍ମେସରର୍ ଡାକ୍ପୁଟା କରିକରି ତାକର୍ ସଙ୍ଗ୍ ମନ୍ଦିରେ ଗାଲା ।
ସେ ଦାପ୍ରେ, ସେ କାଣା ଦେକି ପାର୍ଲା । ଆରି ପର୍ମେସର୍କେ ଦନିଅବାଦ୍ କରିକରି ଜିସୁର୍ ସଙ୍ଗ୍ ଗାଲା । ଏ ଗଟ୍ନା ଦେକ୍ଲା ସବୁ ଲକ୍ମନ୍ ପର୍ମେସରର୍ ଡାକ୍ପୁଟା କଲାଇ ।
ସେ ଦିନେ ସାର୍ଦା ଅଇ ନାଟ୍ କର୍ସା । କାଇକେବଇଲେ ଦେକା, ସର୍ଗେ ତମର୍ ପୁରୁସ୍କାର୍ ଅଦିକ୍ ଆରି ସେନ୍ତାରି ତା ସେମନର୍ ଆନିଦାଦିମନ୍, ବବିସତ୍ବକ୍ତାମନ୍କେ କର୍ତେରଇଲାଇ ।
ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
ଆଉଲିଅଇ କଇଲା, “ମଇତର୍ ପାଦ୍ ମାଣ୍ଡିକରି, ସିଦା ଟିଆ ଅ !” ସେ ଲକ୍ ଡେଗଇ କରି ଚାରିବେଟ୍ତି ଇଣ୍ଡ୍ବାର୍ ଦାର୍ଲା ।
କାରାପ୍ ଆତ୍ମା ଦାରିରଇଲା ଲକ୍, ସେମନ୍କେ ଦାରି ଚାବ୍କାତର୍ କରି ପାକାଇଲା । ସେମନର୍ ଲୁଗାପଚିଆ ଚିରି ଡୁମ୍ଣ୍ଡା କରିଦେଲା । ସେମନ୍ କଣ୍ଡିଆ ବଣ୍ଡିଆ ଅଇ ତାର୍ ଗରେଅନି ବାରଇ ପାଲାଇଲାଇ ।
ଏନ୍ତି କଇକରି ପିତର୍ ତାକେ ଉଜା ଆତ୍ ଦାରି ଉଟାଇଲା, ସେ ଦାପ୍ରେ ସେ ଲକର୍ ପାଦ୍ ଆରି ଗଡ୍ ସବୁ ଡାଟ୍ ଅଇଲା ।