11 ଜିସୁର୍ ବିସଇ ଦରମ୍ ସାସ୍ତରେ ଲେକା ଅଇଲାଆଚେ, ଗର୍ ତିଆର୍କରୁମନ୍ ଜନ୍ ପାକ୍ନା ନଏଁ ବଲି ପିଙ୍ଗିଦେଇ ରଇଲାଇ, ସେଟାସେ କନର୍ ମୁକିଅ ପାକ୍ନା ଅଇଲା ।
ଜିସୁ ତାର୍ ସିସ୍ମନ୍କେ କଇଲା, “ଉଁ ପର୍ମେସରର୍ ବଇତେଇ ଏଲିୟ ଆଗ୍ତୁ ଆଇସି ବଲି ଲେକା ଅଇଲାକାତା ସତ୍ସେ । ଏଲିୟ ପର୍ତୁମ୍ ଆସିକରି ସବୁ ବିସଇ ଟିକ୍ କର୍ସି, ମାତର୍ ପର୍ମେସର୍ ଅନି ଆସିରଇବା ନର୍ପିଲା ମୁଇ ବେସି ବେସି କସ୍ଟ ପାଇବି ଆରି ଲକ୍ମନ୍ ମକେ ନ ନାମତ୍ ବଲି ମିସା କାଇ ପର୍ମେସରର୍ ବଇଟାନେ ଲେକା ଅଏନାଇ କି ?
ତମର୍ ଆନିଦାଦିମନ୍ ବବିସତ୍ବକ୍ତାମନ୍କେ ନ ସାଦିକରି ଚାଡିରଇଲାଇ କି ? ମସିଅ ଆଇସି ବଲି କେତେ କେତେ ବରସ୍ ଆଗ୍ତୁ ଜାନାଇବା ପର୍ମେସରର୍ କାତାଜାନାଉମନ୍କେ ମରାଇଲାଇ । ଏବେ ତମେ ତାକେ ବିସ୍ବାସେ ବିସ୍ ଦେଲାପାରା କରି ମରାଇଆଚାସ୍ ।
ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।
ପର୍ମେସର୍ ତାର୍ ଜିବନ୍ ଦୁକାଇକରି ଆମ୍କେ ଏ ସେବାକାମ୍ ଦେଲାଆଚେ । ସେଟାର୍ପାଇ, ଆମେ ବପୁ ନଇଲା ଲକର୍ ପାରା କାମ୍ କରୁନାଇ ।